• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th Nov 2023: ଆଜି ସମାଜରେ ଆପଣଙ୍କର ଲୋକ ପ୍ରିୟତା ବଢିବ। ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତି ପତ୍ର ସ୍ୱାକ୍ଷର କରିବେ

ସୈାର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ଶୁକ୍ରବାର ଚନ୍ଦ୍ର- କନ୍ୟା ଅହୋରାତ୍ର । ତିଥି- ୧୨ଶୀ ଦିବା ୧୨.୩୫ ଗତେ ୧୩ଶୀ । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର । ଘାତବାର- ବିଛା, ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ୧ ପାଦ- ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୧୨.୩୫ ପର୍ଯ୍ୟନ୍ତ।

Libra

ତୁଳା

Friday 10 Nov 2023

ଚିତ୍ରା- ପେଟରେ ସାମାନ୍ୟ କଷ୍ଟ ଅନୁଭବ କରିବେ । ବନ୍ଧୁ ମାନଙ୍କ ସହିତ ହସ ଖୁସିରେ ସମୟ କଟାଇବେ । କଳା କ୍ଷେତ୍ରରେ ଥିବା ଲୋକ କିଛି ନୂଆ କରିବେ ।

ସ୍ୱାତୀ- ପରିବାରକୁ ଏକଜୁଟ ରଖିବା ପାଇଁ ସଫଳ ହେବେ । ନୂତନ ପ୍ରେମ ସମ୍ପର୍କରେ ଆବଦ୍ଧ ହୋଇପାରନ୍ତି । ଶିକ୍ଷା କ୍ଷେତ୍ରରେ ସରକାରୀ ପ୍ରୋତ୍ସାହନ ମିଳିପାରେ ।

ବିଶାଖା- ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତି ପତ୍ର ସ୍ୱାକ୍ଷର କରିବେ । ପୂଜାପାଠରେ ଅଧିକ ସମୟ ବିତାଇବେ । ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ଆଣିବା ସହିତ କିଛି ଅର୍ଥ ସଞ୍ଚୟ କରି ପାରନ୍ତି ।

ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :