• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th Nov 2023: ଆଜି ସମାଜରେ ଆପଣଙ୍କର ଲୋକ ପ୍ରିୟତା ବଢିବ। ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତି ପତ୍ର ସ୍ୱାକ୍ଷର କରିବେ

ସୈାର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ଶୁକ୍ରବାର ଚନ୍ଦ୍ର- କନ୍ୟା ଅହୋରାତ୍ର । ତିଥି- ୧୨ଶୀ ଦିବା ୧୨.୩୫ ଗତେ ୧୩ଶୀ । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର । ଘାତବାର- ବିଛା, ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ୧ ପାଦ- ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୧୨.୩୫ ପର୍ଯ୍ୟନ୍ତ।

Leo

ସିଂହ

Friday 10 Nov 2023

ମଘା- ସ୍ୱାସ୍ଥ୍ୟରେ ଅବୋନ୍ନତି ଦେଖା ଦେଇପାରେ । ବ୍ୟବସାୟରେ ସ୍ଥାୟୀ ରହିବା ପାଇଁ ଚେଷ୍ଟା କରିବେ । ସଂଗଠନ କ୍ଷେତ୍ରରେ ନିଜକୁ ସାମିଲ କରିବା ସହିତ ନିଜର ଦକ୍ଷତା ପ୍ରତିପାଦିତ କରିବେ ।

ପୂ,ଫାଲଗୁନି- ସରକାରି ସହୟତା ପାଇବେ ବା ଉଚ୍ଚପଦସ୍ଥ ଅଧିକାରୀଙ୍କ ଅନୁକମ୍ପା ହାସଲ କରିବେ । ରାଜନୀତି ଦୃଢ ହେବା ସହିତ ମୂଖ୍ୟ ଭୂମିକା ନିର୍ବାହ କରିବେ । ବିଦ୍ୟାର୍ଥୀ ମାନେ ପଢାପଢିରେ ଓ ପରିକ୍ଷାରେ କୃତକାର୍ଯ୍ୟ ହେବେ ।

ଉ,ଫାଲଗୁନି- ନୂଆ ଘର କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ । ମହିଳା ମାନେ ନୂଆ ଜିନିଷ କିଣିବା ପାଇଁ ଆଗ୍ରହ ପ୍ରକାଶ କରିବେ । ମୂଲ୍ୟବାନ୍ ଜିନିଷ ହଜି ଯିବାର ସମ୍ଭାବନା ରହିଛି ।

ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧

ପ୍ରତିକାର – ମାଙ୍କଡକୁ ଫଳ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :