• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th Nov 2023: ଆଜି ସମାଜରେ ଆପଣଙ୍କର ଲୋକ ପ୍ରିୟତା ବଢିବ। ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତି ପତ୍ର ସ୍ୱାକ୍ଷର କରିବେ

ସୈାର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ଶୁକ୍ରବାର ଚନ୍ଦ୍ର- କନ୍ୟା ଅହୋରାତ୍ର । ତିଥି- ୧୨ଶୀ ଦିବା ୧୨.୩୫ ଗତେ ୧୩ଶୀ । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର । ଘାତବାର- ବିଛା, ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ୧ ପାଦ- ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୧୨.୩୫ ପର୍ଯ୍ୟନ୍ତ।

Scorpio

ବିଛା

Friday 10 Nov 2023

ବିଶାଖା- ପ୍ରେମ ସମ୍ବନ୍ଧ ପ୍ରତି ଆପଣ ଅଧିକ ଯତ୍ନବାନ୍ ହେବେ । ଅଫିସରେ ଜରୁରୀ କାମରେ କର୍ମଚାରୀଙ୍କ ଠାରୁ ସାହାର୍ଯ୍ୟ ପାଇବେ । ଔଷଧ ସମ୍ପନ୍ଧୀୟ ବ୍ୟବସାୟ, ଖଣିଜ ସମ୍ପଦ ବ୍ୟବସାୟରୁ ଲାଭବାନ୍ ହେବେ ।

ଅନୁରାଧା- ଜୀବନ ସାଥିଙ୍କୁ ମନ ପସନ୍ଦ ଉପହାର ଦେବେ । ରାଜନୀତିରେ ନିଜର ସଂଗଠନିକ ଦକ୍ଷତା ଯୋଗ୍ୟତା ଅନୁସାରେ କୈାଣସି ଉଚ୍ଚ ପଦବୀ ମିଳିପାରେ । ବିଦ୍ୟାର୍ଥୀ ମାନେ ପଢାପଢି ପ୍ରସନ୍ନ ରହିବେ ।

ଜ୍ୟେଷ୍ଠା- ସମାଜରେ ଆପଣଙ୍କର ଲୋକ ପ୍ରିୟତା ବଢିବ । ସମ୍ପତି ବାଡିକୁ ନେଇ ଲାଗିଥିବା ଆୟନ ଗତ ଲଢେଇରେ ବିଜୟୀ ଲାଭର ଯଥେଷ୍ଟ ସମ୍ଭାବନା ଅଛି ।

ପ୍ରତିକାର – ସିନ୍ଦୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :