• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th Nov 2023: ଆଜି ସମାଜରେ ଆପଣଙ୍କର ଲୋକ ପ୍ରିୟତା ବଢିବ। ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତି ପତ୍ର ସ୍ୱାକ୍ଷର କରିବେ

ସୈାର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ଶୁକ୍ରବାର ଚନ୍ଦ୍ର- କନ୍ୟା ଅହୋରାତ୍ର । ତିଥି- ୧୨ଶୀ ଦିବା ୧୨.୩୫ ଗତେ ୧୩ଶୀ । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର । ଘାତବାର- ବିଛା, ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ୧ ପାଦ- ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୧୨.୩୫ ପର୍ଯ୍ୟନ୍ତ।

Sagittarius

ଧନୁ

Friday 10 Nov 2023

ମୂଳା- ନୂଆ ପ୍ରକଳ୍ପ ଲାଗି ଆପଣଙ୍କ ମନରେ ବିଚାର ଆସିବ । ବ୍ୟବସାୟରେ ଆଶା କରାଯାଉଥିବା ଫଳ ନ ପାଇ ଆପଣଙ୍କୁ କିଛି ନିରାଶାର ସମ୍ମୁଖୀନ ହେବାକୁ ପଡ଼ିପାରେ । କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଯୋଜନା ଆଣିବେ।

ପୂ.ଷାଢା- ପରିବାରର ସଦସ୍ୟଙ୍କ ସହିତ ଭଦ୍ର ଭାବରେ କଥା ହେବେ ଏବଂ ସହନଶୀଳତା ବଜାୟ ରଖିବେ । ଜୀବନ ସାଥୀ ପରସ୍ପର ପ୍ରତି ଦାୟିତ୍ୱବାନ୍ ରହିବେ । ବିଦ୍ୟାର୍ଥୀ ମାନେ ଉତମ ଫଳ ପାଇବେ।

ଉ.ଷାଢା- ପ୍ରତ୍ୟେକ ପ୍ରତିବନ୍ଧକକୁ ସମ୍ମୁଖୀନ କରି ଆଗେଇ ବାକୁ ବାଧ୍ୟ ହେବେ । ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ । ନାରୀ ମାନେ ସମାଜରେ ସମ୍ମାନ ପାଇବେ।

ପ୍ରତିକାର – ହଳଦିଆ ଲଡୁ ଧର୍ମସ୍ଥାନରେ ଭୋଗ ଲଗାନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :