• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th Nov 2023: ଆଜି ସମାଜରେ ଆପଣଙ୍କର ଲୋକ ପ୍ରିୟତା ବଢିବ। ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତି ପତ୍ର ସ୍ୱାକ୍ଷର କରିବେ

ସୈାର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ଶୁକ୍ରବାର ଚନ୍ଦ୍ର- କନ୍ୟା ଅହୋରାତ୍ର । ତିଥି- ୧୨ଶୀ ଦିବା ୧୨.୩୫ ଗତେ ୧୩ଶୀ । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର । ଘାତବାର- ବିଛା, ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ୧ ପାଦ- ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୧୨.୩୫ ପର୍ଯ୍ୟନ୍ତ।

Capricorn

ମକର

Friday 10 Nov 2023

ଉ.ଷାଢା- ପରିବହନ ଓ ଖାଦ୍ୟ ପଦାର୍ଥକୁ ନେଇ ବ୍ୟବସାୟରେ ନିଜ ଆଶାନୁରୂପକ ବ୍ୟବସାୟ କରିବେ । ଗଣ ମାଧ୍ୟମ ପ୍ରତିନିଧି ପାଇଁ ଦିନଟା ବ୍ୟସ୍ତତାରେ କଟିବ ।

ଶ୍ରବଣା- ରାଜନୈତିକ ସମର୍ଥନ ପାଇବେ । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି । ଛାତ୍ରଛାତ୍ରୀଙ୍କର ପାଠ ପଢାରେ ମନ ଲାଗିବ । ଘର ସଜାଇବାରେ ଧ୍ୟାନ ଦେବେ । ଆପଣ ନିଜ ସାଥୀଙ୍କ ଭାବନାକୁ ବୁଝିବେ ।

ଧନିଷ୍ଠା- ଅଫିସରେ ତଳିଆ କର୍ମଚାରୀ ଆପଣଙ୍କ ଠାରୁ କାମ ଶିଖିବେ । ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିପାରନ୍ତି । ସମ୍ପତିକୁ ନେଇ ଦୀର୍ଘଦିନର ଚିନ୍ତା ଦୂର ହେବ ।

ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :