ସୌର ତୁଳା ମାସ କାର୍ତ୍ତିକ ଶୁକ୍ଳପକ୍ଷ । ଇଂରାଜୀରେ ୧୦ ତାରିଖ ରବିବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର,ତିଥି-୯ମୀ ରାତ୍ରି ୦୯.୦୧ ଗତେ ୧୦ମୀ,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର,ଘାତବାର- ମେଷ ରାଶିର,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ
ଉ,ଷାଢା- ପୁରୁଣା ରୋଗ ଭଲ ହୋଇଯିବ । ନିଜର ଦକ୍ଷତା ପଦର୍ଶନ କରିବା ପାଇଁ ସୁଯୋଗ ପାଇବେ । ବୈବାହିକ ଜୀବନ ପାଇଁ ଏକ ଅନୁକୂଳ ସମୟ ଭାବରେ ପରିଗଣିତ ହେବ । ଆପଣଙ୍କର ସମ୍ପର୍କରେ ମଧୁରତା ଆସିପାରେ ।
ଶ୍ରବଣା- ସନ୍ତାନ ମାନଙ୍କ ସାଫଲ୍ୟ ମନରେ ଖୁସି ଆଣିଦେବ । ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । ବାଣିଜ୍ୟ ବ୍ୟବସାୟରେ ସି୍ଥର ଅବସ୍ଥା ଲାଗି ରହିବ । ନିଜର ମୂଲ୍ୟବାନ ଵାସ୍ତୁମାନଙ୍କର ବିଶେଷ ଧ୍ୟାନ ରଖନ୍ତୁ ।
ଧନିଷ୍ଠା- ହଠାତ୍ ଉପୁଜୁଥିବା କ୍ରୋଧକୁ ଆୟତରେ ରଖନ୍ତୁ । ବିଶିଷ୍ଠ ଓକିଲଙ୍କ ସହ ବୈଠକ କରିବାରେ ଅବସର ପାଇବେ । ଭାବିଥିବା କୈାଣସି ଜରୁରୀ କାମ ସଂପୂର୍ଣ୍ଣ ହେବ । ଜୀବନରେ ନୂଆ ସଂକେତ ମିଳିପାରେ
ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮