• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th Oct 2022: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ନୂତନ ନିଯୁକ୍ତିର ସୂଚନା ମିଳିବ

ସୈାର କନ୍ୟା ମାସ କାର୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ସୋମବାର ଚନ୍ଦ୍ର – ମୀନ ରାଶିର ଘାତ ଚନ୍ଦ୍ର- ଧନୁ, ତୁଳା ରାଶିର ଘାତ ବାର – ମିଥୁନ ରାଶିର ପୁଷ୍କର ଦୋଷ – ରାତ୍ରି ୦୧/୩୯ ଗତେ ୧ପାଦ । ଗୋପଶୁ- ଅନ୍ନଦାନ

Taurus

ବୃଷ

Monday 10 Oct 2022

କୃତିକା - ବନ୍ଧୁ ସହଯୋଗରେ ଉନ୍ନତି କରିବେ । ଶାରିରୀକ ଅସୁସ୍ଥତା ଭୋଗ କରିବେ । କର୍ମ କ୍ଷେତ୍ରରେ ଅଧିକ ଲାଭବାନ୍ ହେବେ ।

ରୋହିଣୀ – ବ୍ୟବସାୟରେ କ୍ଷତିର ସମ୍ଭାବନା ଅଛି । ଶିକ୍ଷାର୍ଥୀ ମାନେ ଉଚ୍ଚ ଶିକ୍ଷା ଲାଭ କରିବେ । ରାଜନୀତିରେ ଅପଯଶ ପାଇବେ ।

ମୃଗଶିରା – ଧାର କରଜ କରିପାରନ୍ତି । ମହିଳା ମାନେ ଇଶ୍ୱର ବିଶ୍ୱାସି ହେବେ ।

ପ୍ରତିକାର – ଇଷ୍ଟ ଦେବୀ ମାଆ କମଳାଙ୍କର ମୂଳମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :