• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th Oct 2022: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ନୂତନ ନିଯୁକ୍ତିର ସୂଚନା ମିଳିବ

ସୈାର କନ୍ୟା ମାସ କାର୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ସୋମବାର ଚନ୍ଦ୍ର – ମୀନ ରାଶିର ଘାତ ଚନ୍ଦ୍ର- ଧନୁ, ତୁଳା ରାଶିର ଘାତ ବାର – ମିଥୁନ ରାଶିର ପୁଷ୍କର ଦୋଷ – ରାତ୍ରି ୦୧/୩୯ ଗତେ ୧ପାଦ । ଗୋପଶୁ- ଅନ୍ନଦାନ

Aquarius

କୁମ୍ଭ

Monday 10 Oct 2022

ଧନିଷ୍ଠା – ପୁରାତନ ରୋଗରୁ ଉପଶମ ମିଳିବ । ନିଜର ମନ ଅନୁଯାୟୀ କର୍ମ କ୍ଷେତ୍ରରେ ସ୍ୱାଧିନତା ପାଇ ପାରନ୍ତି । ପିଲା ଦିନର ସାଙ୍ଗଙ୍କ ସହିତ ଭେଟ ହୋଇପାରେ

ଶତଭିଷା – ବ୍ୟବସାୟରେ ସମସ୍ୟା ସତ୍ୱେ ଲାଭ ଆଦି ଫଳ ଭୋଗ କରିବେ । ରାଜନୀତି କ୍ଷେତ୍ରରେ ଆନ୍ତରିକ ମୂଲ୍ୟାଙ୍କନର ଅନୂଭୂତି ଜାଗ୍ରତ ହେବ । ପିଲାମାନେ ପାଠ ପଢାରେ ଅଗ୍ରସର ହୋଇ ପାରନ୍ତି

ପୂ , ଭାଦ୍ରପଦ – ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ମହିଳା ମାନେ ଅଧିକ ପରିଶ୍ରମି ହେବେ

ପ୍ରତିକାର - ମହାମୃତ୍ୟୁଞୟ ମନ୍ତ୍ର ପାଠ କରି ଦିନ ଅରମ୍ଭ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :