• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th Oct 2022: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ନୂତନ ନିଯୁକ୍ତିର ସୂଚନା ମିଳିବ

ସୈାର କନ୍ୟା ମାସ କାର୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ସୋମବାର ଚନ୍ଦ୍ର – ମୀନ ରାଶିର ଘାତ ଚନ୍ଦ୍ର- ଧନୁ, ତୁଳା ରାଶିର ଘାତ ବାର – ମିଥୁନ ରାଶିର ପୁଷ୍କର ଦୋଷ – ରାତ୍ରି ୦୧/୩୯ ଗତେ ୧ପାଦ । ଗୋପଶୁ- ଅନ୍ନଦାନ

Pisces

ମୀନ

Monday 10 Oct 2022

ପୂ , ଭାଦ୍ରପଦ - ଦୁର୍ବଳତା ଯୋଗୁ କାମ କରିବାରେ ଆଗ୍ରହ ପ୍ରକାଶ କରିବେ ନାହିଁ । ପ୍ରେମିକ ପ୍ରେମିକା ସଂପର୍କ ମଧୁର ରହିବ । ଧର୍ମ ଓ ସାଂସୃତିକ କାର୍ଯ୍ୟରେ ଅଗ୍ରଣି ହୋଇ

ଉ , ଭଦ୍ରପଦ - ଶିଳ୍ପ ବାଣିଜ୍ୟରେ କ୍ଷେତ୍ରରେ ଅଭିବୃଦ୍ଧି ଘଟିପାରେ । ରାଜନୈତିକ ନେତା ମାନେ ଶାନ୍ତିକାମୀ ହେବେ । ବିଦ୍ୟାର୍ଥୀ ମାନେ କୁସଙ୍ଗ ଦୋଷରୁ ଦୂରରେ ରହିବେ

ରେବତୀ – ଶତୃମାନେ ଆପଣଙ୍କୁ ମାଲିମକଦ୍ଦମାରେ ପକାଇ ଖର୍ଚ୍ଚାନ୍ତ କରିପାରନ୍ତି । ମହିଳା ମାନେ କାହାରିକୁ ସନ୍ତୁଷ୍ଟ କରି ନପାରନ୍ତି

ପ୍ରତିକାର – ସକାଳୁ ଗୁରୁଜନଙ୍କୁ ପ୍ରଣାମ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :