• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th Oct 2022: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ନୂତନ ନିଯୁକ୍ତିର ସୂଚନା ମିଳିବ

ସୈାର କନ୍ୟା ମାସ କାର୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ସୋମବାର ଚନ୍ଦ୍ର – ମୀନ ରାଶିର ଘାତ ଚନ୍ଦ୍ର- ଧନୁ, ତୁଳା ରାଶିର ଘାତ ବାର – ମିଥୁନ ରାଶିର ପୁଷ୍କର ଦୋଷ – ରାତ୍ରି ୦୧/୩୯ ଗତେ ୧ପାଦ । ଗୋପଶୁ- ଅନ୍ନଦାନ

Libra

ତୁଳା

Monday 10 Oct 2022

ଚିତ୍ରା – ସାମୟିକ ଶାରୀରିକ ଦୁର୍ବଳତା ଅନୁଭବ କରିବେ । ଭାଇ-ବନ୍ଧୁଙ୍କ ସହ ବିବାଦ ଦେଖାଦେଇ ପାରେ । କର୍ମ କ୍ଷେତ୍ରରେ ନୂତନ ନିଯୁକ୍ତିର ସୂଚନା ମିଳିବ ।

ସ୍ୱାତୀ – ବ୍ୟବସାୟରେ ସାମାନ୍ୟ ଲାଭ ରହିବ । ରାଜନୈତିକ କ୍ଷେତ୍ରରେ ନୂଆ ସମ୍ମାନ ମିଳିବ । ଛାତ୍ରଛାତ୍ରି ମାନେ ସଫଳତା ଦିଗରେ ଆଗେଇବେ ।

ବିଶାଖା – ନୂତନ ଜମି କ୍ରୟ କରିବାର ସୁଯୋଗ ଆସିବ । ଗୃହିଣୀ ମାନେ କାର୍ଯ୍ୟ ବ୍ୟସ୍ତତା ରହିବେ ।

ପ୍ରତିକାର – ଗାଈକୁ ଖାଇବାକୁ ଦେଇ ଦିନ ଆରମ୍ଭ କରନ୍ତ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :