• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th Oct 2022: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ନୂତନ ନିଯୁକ୍ତିର ସୂଚନା ମିଳିବ

ସୈାର କନ୍ୟା ମାସ କାର୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ସୋମବାର ଚନ୍ଦ୍ର – ମୀନ ରାଶିର ଘାତ ଚନ୍ଦ୍ର- ଧନୁ, ତୁଳା ରାଶିର ଘାତ ବାର – ମିଥୁନ ରାଶିର ପୁଷ୍କର ଦୋଷ – ରାତ୍ରି ୦୧/୩୯ ଗତେ ୧ପାଦ । ଗୋପଶୁ- ଅନ୍ନଦାନ

Capricorn

ମକର

Monday 10 Oct 2022

ଉ , ଷାଢା - ଶାରିରୀକ କ୍ଲେଶ ଦୂର ହୋଇଯିବ । ନିଜ ଲୋକଙ୍କୁ ବୃଥା ସନ୍ଦେହ କରି ନିଜେ ହିଁ କ୍ଷତିରେ ପଡିବେ । ସର୍ବଦା କାର୍ଯ୍ୟଶୀଳ ବୋଲାଇବେ

ଶ୍ରବଣା – ବ୍ୟବସାୟ ପଥ ସୁଗମ ହେବ , ଆୟ ଅବ୍ୟହତ ହେବ । ରାଜନୀତିରେ ଚାପରେ ଗତିକରିବେ । ଚାକିରୀରେ ଆପଣଙ୍କର ପ୍ରାଧାନ୍ୟ ବଢିବ

ଧନିଷ୍ଠା – କୋର୍ଟ କଚେରୀ ମାମଲାରେ ପଡନ୍ତୁ ନାହିଁ । ନାରୀ ମାନେ ଧର୍ଯ୍ୟଶୀଳ ହେବେ

ପ୍ରତିକାର – ମାଆ କାଳୀଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :