Daily Horoscope 10th October 2023: ନୂତନ ଯାନବାହାନ କିଣି ପାରନ୍ତି, ରହୁଥିବା ସ୍ଥାନ ପରିବର୍ତ୍ତନ କରିପାରନ୍ତି...
/odishatv-khabar/media/media_files/uploadimage/library/16_9/16_9_0/IMAGE_1696911061-861353.jpg)
ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୧୦ ତାରିଖ ମଙ୍ଗଳବାର, ଚନ୍ଦ୍ର –କର୍କଟ ପ୍ରାତଃ ୦୫.୪୪ ଗତେ ସିଂହ ତିଥି- ୧୧ ଶୀ ଦିବା ୦୩.୦୮ ଗତେ ୧୨ଶୀ ଘାତ ଚନ୍ଦ୍ର- ପ୍ରାତଃ ୦୫.୪୪ ଗତେ କର୍କଟ ଓ ମକର ଘାତ ବାର- ମକର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୩.୦୮ ଗତେ ୦୨ ପାଦ କୃଷି ଓ ପଶୁହାନି –ଭୂମି ଓ ଅନ୍ନଦାନ
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
