• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th October 2023: ନୂତନ ଯାନବାହାନ କିଣି ପାରନ୍ତି, ରହୁଥିବା ସ୍ଥାନ ପରିବର୍ତ୍ତନ କରିପାରନ୍ତି...

ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୧୦ ତାରିଖ ମଙ୍ଗଳବାର,  ଚନ୍ଦ୍ର –କର୍କଟ ପ୍ରାତଃ ୦୫.୪୪ ଗତେ ସିଂହ ତିଥି- ୧୧ ଶୀ ଦିବା ୦୩.୦୮ ଗତେ ୧୨ଶୀ ଘାତ ଚନ୍ଦ୍ର- ପ୍ରାତଃ ୦୫.୪୪ ଗତେ କର୍କଟ ଓ ମକର ଘାତ ବାର- ମକର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୩.୦୮ ଗତେ ୦୨ ପାଦ କୃଷି ଓ ପଶୁହାନି –ଭୂମି ଓ ଅନ୍ନଦାନ

Aquarius

କୁମ୍ଭ

Tuesday 10 Oct 2023

ଧନିଷ୍ଠା- ଗୁରୁଙ୍କର ପରାମର୍ଶରେ ଧର୍ମମାର୍ଗରେ ଯିବା ପାଇଁ ମନବଳାଇ ପାରନ୍ତି ।  ଆଶା କରୁଥିବା ଖବର ପାଇ ଖୁସି ହୋଇଯିବେ । ଧର୍ମ ମନୋଭାବ ଦ୍ୱାରା ପରିଜନ ମାନଙ୍କଠାରେ ପ୍ରିୟଭାଜନ ହେବେ ।  
ଶତଭିଷା- ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହେବ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭ ପାଇବେ । ଚାକିରିରେ ତୀକ୍ଷ୍ମ ବୃଦ୍ଧିମତାର ପରିଚୟ ଦେବେ ।
ପୂ,  ଭାଦ୍ରପଦ- ଛାତ୍ରଛାତ୍ରୀମାନେ ଶିକ୍ଷାକ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ । ମହିଳାମାନେ ମାନସିକ ଶାନ୍ତି ପାଇବେ । ବିବାଦୀୟ ପରିସ୍ଥିତିକୁ ମନବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି ।  

ପ୍ରତିକାର –ନୀଳ ରଙ୍ଗର ଟୋପି ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :