• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th October 2023: ନୂତନ ଯାନବାହାନ କିଣି ପାରନ୍ତି, ରହୁଥିବା ସ୍ଥାନ ପରିବର୍ତ୍ତନ କରିପାରନ୍ତି...

ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୧୦ ତାରିଖ ମଙ୍ଗଳବାର,  ଚନ୍ଦ୍ର –କର୍କଟ ପ୍ରାତଃ ୦୫.୪୪ ଗତେ ସିଂହ ତିଥି- ୧୧ ଶୀ ଦିବା ୦୩.୦୮ ଗତେ ୧୨ଶୀ ଘାତ ଚନ୍ଦ୍ର- ପ୍ରାତଃ ୦୫.୪୪ ଗତେ କର୍କଟ ଓ ମକର ଘାତ ବାର- ମକର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୩.୦୮ ଗତେ ୦୨ ପାଦ କୃଷି ଓ ପଶୁହାନି –ଭୂମି ଓ ଅନ୍ନଦାନ

Pisces

ମୀନ

Tuesday 10 Oct 2023

ପୂ, ଭାଦ୍ରପଦ- କର୍ମକ୍ଷେତ୍ରରେ ବିଶେଷ ଅସୁବିଧା ରହିବ ନାହିଁ । ପାରିବାରିକ ବିଶୃଙ୍ଖଳା ଦେଖାଦେବା ସହିତ ସମ୍ପର୍କରେ ସାମାନ୍ୟ ତିକ୍ତତା ଆସିପାରେ । ଅଧିକ ପରିଶ୍ରମ ହେତୁ ଦେହରେ ଦୁର୍ବଳତା ଦେଖାଦେବ ।
ଉ, ଭାଦ୍ରପଦ- ଛାତ୍ରଛାତ୍ରୀମାନେ ପଢାରେ ସହଯୋଗ ପାଇବେ । ରାଜନୀତିରେ ଆଗ୍ରହ ବଢିପାରେ । ବାଣିଜ୍ୟ, ବ୍ୟବସାୟରେ ମଧ୍ୟ ଶିଥିଳତା ଦେଖାଦେବ ।
ରେବତୀ- କଚେରି ମାମଲାରେ ସାମୟିକ ଦୁଶ୍ଚିନ୍ତାରୁ ରକ୍ଷା ପାଇ ପାରିବେନି ।ନିଜର ଦକ୍ଷତା ଅନୁସାରେ କର୍ମକ୍ଷେତ୍ରରେ ଉଚ୍ଚତର ପଦ ପାଇପାରନ୍ତି । ମହିଳାମାନେ ଦୁଃଖିତ ରହିବେ ।

ପ୍ରତିକାର – ହଳଦୀ ଖଣ୍ଡକୁ ଘୋରି ତିଲକ ଭାବରେ ମଥାରେ ଲଗାନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :