• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th October 2023: ନୂତନ ଯାନବାହାନ କିଣି ପାରନ୍ତି, ରହୁଥିବା ସ୍ଥାନ ପରିବର୍ତ୍ତନ କରିପାରନ୍ତି...

ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୧୦ ତାରିଖ ମଙ୍ଗଳବାର,  ଚନ୍ଦ୍ର –କର୍କଟ ପ୍ରାତଃ ୦୫.୪୪ ଗତେ ସିଂହ ତିଥି- ୧୧ ଶୀ ଦିବା ୦୩.୦୮ ଗତେ ୧୨ଶୀ ଘାତ ଚନ୍ଦ୍ର- ପ୍ରାତଃ ୦୫.୪୪ ଗତେ କର୍କଟ ଓ ମକର ଘାତ ବାର- ମକର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୩.୦୮ ଗତେ ୦୨ ପାଦ କୃଷି ଓ ପଶୁହାନି –ଭୂମି ଓ ଅନ୍ନଦାନ

Gemini

ମିଥୁନ

Tuesday 10 Oct 2023

ମୃଗଶିରା- ଶାରୀରିକ ଅସୁସ୍ଥତା ଅନୁଭବ କରି ପାରନ୍ତି । ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍ । ଭାଇ ବନ୍ଧୁମାନେ ସାହାଯ୍ୟ ପାଇ ଆନୁଷ୍ଠାନିକ କାମ ହାସଲ କରିବେ ।
ଆଦ୍ରା- ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବିଦେଶକୁ ଯାଇ ପାରନ୍ତି । ସାଂସୃତିକ ପରିବେଶରେ ଯୋଗ ଦାନ ଦେବେ । ଶିଳ୍ପ ବାଣିଜ୍ୟ କ୍ଷେତ୍ରରେ ଅଭିବୃଦ୍ଧି ଘଟିପାରେ ।    
ପୁନର୍ବସୁ- ପୈତୃକ ସମ୍ପତ୍ତିର ସମାଧାନ ହୋଇଜିବ । ପଛ କଥା ନଭାବି ବର୍ତ୍ତମାନ ପରିସ୍ଥିତିକୁ ସାମ୍ନା କରିବେ । ସୁନ୍ଦର କଳ୍ପନାରେ ବିଭୋର ରହିବେ ।

ପ୍ରତିକାର – ସବୁଜ ରଙ୍ଗର ପୋଷାକ ଭିକ୍ଷୁକଙ୍କୁ ଦାନ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :