• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th October 2023: ନୂତନ ଯାନବାହାନ କିଣି ପାରନ୍ତି, ରହୁଥିବା ସ୍ଥାନ ପରିବର୍ତ୍ତନ କରିପାରନ୍ତି...

ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୧୦ ତାରିଖ ମଙ୍ଗଳବାର,  ଚନ୍ଦ୍ର –କର୍କଟ ପ୍ରାତଃ ୦୫.୪୪ ଗତେ ସିଂହ ତିଥି- ୧୧ ଶୀ ଦିବା ୦୩.୦୮ ଗତେ ୧୨ଶୀ ଘାତ ଚନ୍ଦ୍ର- ପ୍ରାତଃ ୦୫.୪୪ ଗତେ କର୍କଟ ଓ ମକର ଘାତ ବାର- ମକର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୩.୦୮ ଗତେ ୦୨ ପାଦ କୃଷି ଓ ପଶୁହାନି –ଭୂମି ଓ ଅନ୍ନଦାନ

Cancer

କର୍କଟ

Tuesday 10 Oct 2023

ପୁନର୍ବସୁ- ସାଂସାରିକ ଜୀବନ ସୁଖମୟ ହେବ । ବ୍ୟବସାୟରେ ଖର୍ଚ୍ଚକୁ ସୀମିତ କରିବାରେ ସକ୍ଷମ ହେବେ । ପ୍ରତ୍ୟେକଟି କ୍ଷେତ୍ରରେ ନିଜର ଉଦ୍ୟମ ବଳରେ ସଫଳତା ପାଇବେ ।
ପୁଷ୍ୟା- ବିବାହ ଆଶାୟୀ ଯୁବକ, ଯୁବତୀଙ୍କ ପାଇଁ ନିଜ ପସନ୍ଦର ଜୀବନସାଥୀ ମିଳିପାରେ । ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ । ବିଶିଷ୍ଟ ବ୍ୟକ୍ତିମାନଙ୍କ ପରାମର୍ଶକ୍ରମେ ଆଜିର କାମ ଗୁଡିକୁ ସବୁ ଠିକ୍ଠିକ୍ ହୋଇଯିବ ।
ଅଶ୍ଳେଷା- ପରହାତରେ ଥିବା ଧନ ସହଜରେ ପ୍ରାପ୍ତ ହେବ । ମହିଳାଙ୍କୁ କୈାଣସି ବ୍ୟକ୍ତିଙ୍କ ସହୟତା ମିଳିବ । ନୂତନ ଯାନ ବାହନ କ୍ରୟ କରିବାର ଯଥେଷ୍ଟ ସମ୍ଭାବନା ରହିଛି ।

ପ୍ରତିକାର – ଭୁବନେଶ୍ୱରୀଙ୍କ ମନ୍ତ୍ର ପାଠ କରନ୍ତୁ 

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :