• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th October 2023: ନୂତନ ଯାନବାହାନ କିଣି ପାରନ୍ତି, ରହୁଥିବା ସ୍ଥାନ ପରିବର୍ତ୍ତନ କରିପାରନ୍ତି...

ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୧୦ ତାରିଖ ମଙ୍ଗଳବାର,  ଚନ୍ଦ୍ର –କର୍କଟ ପ୍ରାତଃ ୦୫.୪୪ ଗତେ ସିଂହ ତିଥି- ୧୧ ଶୀ ଦିବା ୦୩.୦୮ ଗତେ ୧୨ଶୀ ଘାତ ଚନ୍ଦ୍ର- ପ୍ରାତଃ ୦୫.୪୪ ଗତେ କର୍କଟ ଓ ମକର ଘାତ ବାର- ମକର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୩.୦୮ ଗତେ ୦୨ ପାଦ କୃଷି ଓ ପଶୁହାନି –ଭୂମି ଓ ଅନ୍ନଦାନ

Leo

ସିଂହ

Tuesday 10 Oct 2023

ମଘା- ଗଳା ଜନିତ ସମସ୍ୟା ସହିତ ଶରୀରରେ ଅନ୍ୟ କିଛି ସଂକ୍ରମଣ ଦେଖାଦେଇପାରେ । ବ୍ୟବସାୟାଦି ବିଭିନ୍ନ ସଂସ୍ଥାରୁ ଧନାଗମ ହେବ । ଅନ୍ୟମନସ୍କତା କାରଣରୁ ଯାତ୍ରା ସମୟରେ ହାତରେ ଆଘାତ ଲାଗିପାରେ ।
ପୂ- ଫାଲ୍‌ଗୁନୀ- ପୁରୁଣା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଶ୍ରଦ୍ଧାର ପାତ୍ର ହେବ । ଚଳଚ୍ଚିତ୍ର, ସଙ୍ଗୀତ କ୍ଷେତ୍ରରେ ଥିବା ବ୍ୟକ୍ତି ମାନେ ଅଧିକ ଲାଭବାନ୍ ହେବେ ।
ଉ- ଫାଲ୍‌ଗୁନୀ- ଉତରାଧିକାରୀ ସୂତ୍ରରେ କୈାଣସି ସମ୍ପତିର ମାଲିକାନା ପାଇପାରନ୍ତି । ଖେଳ କୁଦରେ ଖୁସି ରହିବେ । ଶତ୍ରୁକୁ ଶରଣାଗତ କରାଇପାରନ୍ତି ।  

ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :