• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th October 2023: ନୂତନ ଯାନବାହାନ କିଣି ପାରନ୍ତି, ରହୁଥିବା ସ୍ଥାନ ପରିବର୍ତ୍ତନ କରିପାରନ୍ତି...

ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୧୦ ତାରିଖ ମଙ୍ଗଳବାର,  ଚନ୍ଦ୍ର –କର୍କଟ ପ୍ରାତଃ ୦୫.୪୪ ଗତେ ସିଂହ ତିଥି- ୧୧ ଶୀ ଦିବା ୦୩.୦୮ ଗତେ ୧୨ଶୀ ଘାତ ଚନ୍ଦ୍ର- ପ୍ରାତଃ ୦୫.୪୪ ଗତେ କର୍କଟ ଓ ମକର ଘାତ ବାର- ମକର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୩.୦୮ ଗତେ ୦୨ ପାଦ କୃଷି ଓ ପଶୁହାନି –ଭୂମି ଓ ଅନ୍ନଦାନ

Libra

ତୁଳା

Tuesday 10 Oct 2023

ଚିତ୍ରା- ସ୍ୱାସ୍ଥ୍ୟ ଜନିତ ଅବସ୍ଥା ନିୟାନ୍ତ୍ରଣାଧିନ ରହିବ । ଯୋଜନା ମୁତାବକ କାମ କଲେ କୈାଣସି ପ୍ରକାର ଅସୁବିଧା ହେବ ନାହିଁ । ଗୁରୁଜନଙ୍କ ସହମତରେ ଆଗକୁ ବଢିପାରିବେ 
ସ୍ୱାତୀ- କଠିନ ପରିଶ୍ରମ କରି ପଢାରେ ଆଗକୁ ବଢି ପାରିବେ । ବ୍ୟବସାୟରେ ସଫଳତା ଅର୍ଜନ କରି ଆଶାତୀତ ଲାଭ ଉଠେଇବେ । ସମାଜ ସେବାରେ ସୁନାମ ପାଇବେ ।
ବିଶାଖା- ରାଜନୈତିକ କ୍ଷେତ୍ରରେ ଅସ୍ଥିରତା ଦେଖାଦେବ । ନୂତନ ଆୟପନ୍ଥା ପାଇଁ ଚିନ୍ତିତ ରହିବେ । ପରିବାରର ମାମଲା ଘରେହିଁ ସମାଧାନ ହୋଇଯିବ ।

ପ୍ରତିକାର – ଭଗବାନଙ୍କର ମୀନ ଅବତାର ଫଟକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :