• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th October 2023: ନୂତନ ଯାନବାହାନ କିଣି ପାରନ୍ତି, ରହୁଥିବା ସ୍ଥାନ ପରିବର୍ତ୍ତନ କରିପାରନ୍ତି...

ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୧୦ ତାରିଖ ମଙ୍ଗଳବାର,  ଚନ୍ଦ୍ର –କର୍କଟ ପ୍ରାତଃ ୦୫.୪୪ ଗତେ ସିଂହ ତିଥି- ୧୧ ଶୀ ଦିବା ୦୩.୦୮ ଗତେ ୧୨ଶୀ ଘାତ ଚନ୍ଦ୍ର- ପ୍ରାତଃ ୦୫.୪୪ ଗତେ କର୍କଟ ଓ ମକର ଘାତ ବାର- ମକର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୩.୦୮ ଗତେ ୦୨ ପାଦ କୃଷି ଓ ପଶୁହାନି –ଭୂମି ଓ ଅନ୍ନଦାନ

Scorpio

ବିଛା

Tuesday 10 Oct 2023

ବିଶାଖା- ଶାରୀରିକ ଅସୁସ୍ଥତା ଦେଖାଦେବ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ । ସନ୍ତାନ ପକ୍ଷକୁ ନେଇ ଚିନ୍ତିତ ରହିବେ ।
ଅନୁରାଧା- ଶିକ୍ଷାର୍ଥୀଙ୍କ ପାଇଁ ଅଧ୍ୟୟନରେ ଆଗ୍ରହ ବଢିବ । ସହଯୋଗୀ ମାନଙ୍କ ଯୋଗୁ କର୍ମକ୍ଷେତ୍ରରେ ଭଲ କରିବେ । ବହୁତ ଅଯଥା ଭ୍ରମଣ କରିବାକୁ ପଡିପାରେ ।
ଜ୍ୟୋଷ୍ଠା- କଚେରି ମାମଲାରେ କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ବିଭିନ୍ନ ଅନୁଷ୍ଠାନ ଓ ସଂଗଠନ କ୍ଷେତ୍ରରେ ନିଜକୁ ସାମିଲ କରିବା ସହିତ ନିଜର ଦକ୍ଷତା ପ୍ରତିପାଦିତ କରିବେ ।

ପ୍ରତିକାର – ଓଁ  ଅଂ ଅଙ୍ଗାରକାୟ ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :