• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th October 2023: ନୂତନ ଯାନବାହାନ କିଣି ପାରନ୍ତି, ରହୁଥିବା ସ୍ଥାନ ପରିବର୍ତ୍ତନ କରିପାରନ୍ତି...

ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୧୦ ତାରିଖ ମଙ୍ଗଳବାର,  ଚନ୍ଦ୍ର –କର୍କଟ ପ୍ରାତଃ ୦୫.୪୪ ଗତେ ସିଂହ ତିଥି- ୧୧ ଶୀ ଦିବା ୦୩.୦୮ ଗତେ ୧୨ଶୀ ଘାତ ଚନ୍ଦ୍ର- ପ୍ରାତଃ ୦୫.୪୪ ଗତେ କର୍କଟ ଓ ମକର ଘାତ ବାର- ମକର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୩.୦୮ ଗତେ ୦୨ ପାଦ କୃଷି ଓ ପଶୁହାନି –ଭୂମି ଓ ଅନ୍ନଦାନ

Sagittarius

ଧନୁ

Tuesday 10 Oct 2023

ମୂଳା- ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ସୁସ୍ଥ ମାନସିକତା ରକ୍ଷା କରିବେ । ଭାଇଙ୍କ ଠାରୁ ସାହାଯ୍ୟ ସହଯୋଗ ଲାଭ କରିପାରନ୍ତି । ଚିନ୍ତା ମୁକ୍ତ ରହିବେ ।
ପୂ, ଷାଢା- କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କ ଠାରୁ  ଲାଭବାନ୍ ହେବେ । ରାଜନୀତିରେ ପଛକଥାକୁ ଚିନ୍ତା କରି ବିରକ୍ତି ପ୍ରକାଶ କଲେ ଅନିଷ୍ଟକର ପରିସ୍ଥିତି ସୃଷ୍ଟି ହେବ । ସଂଘର୍ଷ କରି ବିଜୟ ଲାଭ ପାଇବେ ।
ଉ,  ଷାଢା- ଛାତ୍ରଛାତ୍ରୀଙ୍କର ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ନିଜ ପାଇଁ କିଛି ବାସୋପଯୋଗି ଭୂମି ବା ଘର କ୍ରୟ କରିପାରନ୍ତି । ସାମାଜିକ କାଯ୍ୟରେ ସଫଳତା ପାଇବେ ।

ପ୍ରତିକାର – ବୃହସ୍ପତିଙ୍କର ମନ୍ତ୍ର ପାଠ କରନ୍ତୁ 

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :