• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th October 2023: ନୂତନ ଯାନବାହାନ କିଣି ପାରନ୍ତି, ରହୁଥିବା ସ୍ଥାନ ପରିବର୍ତ୍ତନ କରିପାରନ୍ତି...

ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୧୦ ତାରିଖ ମଙ୍ଗଳବାର,  ଚନ୍ଦ୍ର –କର୍କଟ ପ୍ରାତଃ ୦୫.୪୪ ଗତେ ସିଂହ ତିଥି- ୧୧ ଶୀ ଦିବା ୦୩.୦୮ ଗତେ ୧୨ଶୀ ଘାତ ଚନ୍ଦ୍ର- ପ୍ରାତଃ ୦୫.୪୪ ଗତେ କର୍କଟ ଓ ମକର ଘାତ ବାର- ମକର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୩.୦୮ ଗତେ ୦୨ ପାଦ କୃଷି ଓ ପଶୁହାନି –ଭୂମି ଓ ଅନ୍ନଦାନ

Capricorn

ମକର

Tuesday 10 Oct 2023

ଉ, ଷାଢା- ସାମାନ୍ୟ ଶାରୀରିକ ସମସ୍ୟା ଦେଖାଦେବା ସହ ଦୁର୍ବଳତା ଅନୁଭବ କରିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦର ସମାଧାନ ହେବ ।
ଶ୍ରବଣା- ସନ୍ତାନଙ୍କ ଭାଗ୍ୟରେ ଏବଂ ଆର୍ଥିକ ସ୍ଥିତି ଉନ୍ନତି ଦେଖାଦେବ । ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ଲାଭ କରିବା ପାଇଁ ବିଦେଶ ଗ୍ରସ୍ତ କରିପାରନ୍ତି । ରାଜନୀତିରେ ପ୍ରଗତିର ଭାବମୂର୍ତ୍ତି ରକ୍ଷା କରି ଚାଲିବା କଠିନ ହୋଇ ପଡିବ । 
ଧନିଷ୍ଠା- ରାସ୍ତାଘାଟରେ ଯଥେଷ୍ଟ ସତର୍କତା ହୋଇ ଚଳିବା ଉଚିତ୍ ।ପୂର୍ବରୁ ଚାଲୁଥିବା ଆଇନଗତ ଲଢେଇରେ ବିଜୟ ଲାଭ କରିବେ । ସମାଜ ସେବାରେ ଉଲ୍ଲେଖନୀୟ ସଫଳତା ଲାଭ କରିବେ ।

ପ୍ରତିକାର – ଦକ୍ଷିଣକାଳୀଙ୍କୁ ପୂଜା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :