• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th October 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର କର୍ମ କ୍ଷେତ୍ରରେ ନୂତନ ନିଯୁକ୍ତିର ସୂଚନା ମିଳିବ

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୦ ତାରିଖ ଗୁରୁବାର । ଚନ୍ଦ୍ର- ଧନୁ ଅହୋରାତ୍ର, ତିଥି- ୭ମୀ ଦିବା ୧୨.୩୨ ଗତେ ୮ମୀ,ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର,ଘାତବାର- ତୁଳା ଓ କୁମ୍ଭ ରାଶିର,ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୧୨.୩୨ ପର୍ଯ୍ୟନ୍ତ , ତା'ପରେ ନିଶାନ୍ତ ୦୫.୪୧ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Taurus

ବୃଷ

Thursday 10 Oct 2024

କୃତିକା-ବ୍ୟବସାୟ ସମ୍ବନ୍ଧରେ ବଡ ଚୁକ୍ତି ହୋଇପାରେ । ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ହେବ । ମିତ୍ର ବନ୍ଧୁ ମାନଙ୍କ ପରିସର ବୃଦ୍ଧି ପାଇବ । ବୃଦ୍ଧି ବିଦ୍ୟାର ଉତମ ଉପଯୋଗ କରି କାର‌୍ୟ୍ୟରେ ସଫଳତା ପାଇବେ ।

ରୋହିଣୀ- ରାଜନୀତିରେ ବିରେଧୀ ଦଳ ବଢିବେ । ଚାକିରି ଖୋଜୁଥିବା ଲୋକଙ୍କୁ ଭଲ ଚାକିରି ମିଳିବ । ବିଦ୍ୟାର୍ଥୀ ମାନଙ୍କ ପାଇଁ ଦିନଟି ଭଲ ରହିବ । ଅଟକି ରହିଥିବା କାମରେ ଅଗ୍ରଗତି ଘଟିବ ।

ମୃଗଶିରା- ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ । ଉତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ କିଛି ବ୍ୟୟ ହେବ । ଯାନ ବାହନରେ ଚଳାଚଳରେ ସତର୍କ ରୁହନ୍ତୁ ।

ପ୍ରତିକାର- ଶ୍ରୀ ଗୌରି ଗଣେଶଙ୍କୁ ପୂଜା କରିଲେ ଆପଣଙ୍କର କାମ ସଫଳ ହେବ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :