• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th October 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର କର୍ମ କ୍ଷେତ୍ରରେ ନୂତନ ନିଯୁକ୍ତିର ସୂଚନା ମିଳିବ

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୦ ତାରିଖ ଗୁରୁବାର । ଚନ୍ଦ୍ର- ଧନୁ ଅହୋରାତ୍ର, ତିଥି- ୭ମୀ ଦିବା ୧୨.୩୨ ଗତେ ୮ମୀ,ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର,ଘାତବାର- ତୁଳା ଓ କୁମ୍ଭ ରାଶିର,ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୧୨.୩୨ ପର୍ଯ୍ୟନ୍ତ , ତା'ପରେ ନିଶାନ୍ତ ୦୫.୪୧ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Pisces

ମୀନ

Thursday 10 Oct 2024

ପୂ,ଭାଦ୍ରପଦ- ପ୍ରେମିକା , ପ୍ରେମିକ ଦର୍ଶନୀୟ ସ୍ଥାନକୁ ବୁଲି ଯିବେ । ଅଫିସ୍ରେ ଆପଣଙ୍କର କାମରେ ଖୁସି ହୋଇ ସହକର୍ମୀ ଆପଣଙ୍କୁ ପ୍ରଶଂସା କରିବେ । ବ୍ୟବସାୟରେ ବୁଝିବିଚାରି ଭାଗିଦାରି କରନ୍ତୁ । ମାନସିକ ସ୍ତରରେ ଉନ୍ନତି ଆସିବ

ଉ,ଭାଦ୍ରପଦ- ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ବିଦ୍ୟାର୍ଥୀ ମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହି ହୋଇପାରନ୍ତି । କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ

ରେବତୀ- ମହିଳା ମାନେ ଗୃହ ଚିନ୍ତାରେ ବ୍ୟସ୍ତ ରହିବେ । ପରିବାରରେ ଅଯଥା ଝଗଡା ବଢିଯିବା ଫଳରେ ନିଜେ ଲଜ୍ଜିତ ହେବ । କ୍ୟାରୀୟରରେ ସକାରାତ୍ମକ ପ୍ରଭାବ ପଡିବ । କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ ।

ପ୍ରତିକାର – ହଳଦିଆ ରଙ୍ଗର ପୋଷାକ ପରିଧାନ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :