• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th October 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର କର୍ମ କ୍ଷେତ୍ରରେ ନୂତନ ନିଯୁକ୍ତିର ସୂଚନା ମିଳିବ

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୦ ତାରିଖ ଗୁରୁବାର । ଚନ୍ଦ୍ର- ଧନୁ ଅହୋରାତ୍ର, ତିଥି- ୭ମୀ ଦିବା ୧୨.୩୨ ଗତେ ୮ମୀ,ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର,ଘାତବାର- ତୁଳା ଓ କୁମ୍ଭ ରାଶିର,ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୧୨.୩୨ ପର୍ଯ୍ୟନ୍ତ , ତା'ପରେ ନିଶାନ୍ତ ୦୫.୪୧ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Gemini

ମିଥୁନ

Thursday 10 Oct 2024

ମୃଗଶିରା- ଯୋଗାଯୋଗ ଅଭାବ ହେତୁ ସମ୍ପର୍କ ମଧ୍ୟରେ ଦୂରତା ରହିପାରେ । ବାହାରେ ଖାଦ୍ୟ ଖାଇବା ଠାରୁ ଦୂରରେ ରୁହନ୍ତୁ । ଜୀବନ ସାଥିଙ୍କୁ ପ୍ରତ୍ୟେକ ଅସୁବିଧାରୁ ରକ୍ଷା କରିବାକୁ ଚେଷ୍ଟା କରିବେ

ଆଦ୍ରା- କର୍ମ କ୍ଷେତ୍ରରେ ପରିଶ୍ରମ ଓ ମେହନତର ପରିମାଣ ମିଳିବ । ଭାଗ୍ୟର ପରିବର୍ତନ ହେଲାଭଳି ଉନ୍ନତି ପଥରେ ଅଗ୍ରସର ହେବେ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ

ପୁନର୍ବସୁ- ଧନ ସଂମ୍ପତି ବୃଦ୍ଧି ହୋଇପାରେ । ମହିଳା ମାନେ ଆତ୍ମ ସମ୍ମାନ ବଜାୟ ରଖିବେ । ନୂଆ ଲୋକଙ୍କ ସହିତ ହାତେ ମାପି ଚାଖଣ୍ଡେ ଚାଲନ୍ତୁ । ବିଚାର ବିଭାଗ ରାୟ ସପକ୍ଷରେ ଯିବ

ପ୍ରତିକାର – ଦର୍ତାତ୍ରେୟଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :