• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th October 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର କର୍ମ କ୍ଷେତ୍ରରେ ନୂତନ ନିଯୁକ୍ତିର ସୂଚନା ମିଳିବ

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୦ ତାରିଖ ଗୁରୁବାର । ଚନ୍ଦ୍ର- ଧନୁ ଅହୋରାତ୍ର, ତିଥି- ୭ମୀ ଦିବା ୧୨.୩୨ ଗତେ ୮ମୀ,ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର,ଘାତବାର- ତୁଳା ଓ କୁମ୍ଭ ରାଶିର,ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୧୨.୩୨ ପର୍ଯ୍ୟନ୍ତ , ତା'ପରେ ନିଶାନ୍ତ ୦୫.୪୧ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Cancer

କର୍କଟ

Thursday 10 Oct 2024

ପୁନର୍ବସୁ- ଶରିରକୁ ସୁସ୍ଥ ରଖିବା ପାଇଁ ଆଜି ଆପଣ ବହୁତ ଯୋଜନା କରିବେ । ଆପଣ ନିଜ କଥାରେ ଅନ୍ୟ ମାନଙ୍କ ମନ ମୋହିବେ । ସମସ୍ୟା ସମାଧାନ ସକାଶେ ବନ୍ଧୁଙ୍କ ସହ କଥା ହେବାକୁ ପଡିବ ।

ପୁଷ୍ୟା- କାର‌୍ୟ୍ୟ ବିଷୟରେ ପରାମର୍ଶ ଦେବା ଫଳରେ ପ୍ରଂଶସିତ ହେବେ । ନ୍ୟାୟମାର୍ଗ ଓ ମିଠା ବଚନକୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ୍ ହେବେ । ଶତୃମାନେ ମିତ୍ରପରି ବ୍ୟବହାର କରିବେ । ଭାଷଣ ବାଜିରେ କ୍ରୋଧକୁ ଆୟତକରିବା ଉଚିତ୍

ଅଶ୍ଲେଷା- ପରିଚିତ ଲୋକଙ୍କଠାରୁ ଅଧିକ ଲାଭ ମିଳିବ । କୈାଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ । ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ

ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :