• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th October 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର କର୍ମ କ୍ଷେତ୍ରରେ ନୂତନ ନିଯୁକ୍ତିର ସୂଚନା ମିଳିବ

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୦ ତାରିଖ ଗୁରୁବାର । ଚନ୍ଦ୍ର- ଧନୁ ଅହୋରାତ୍ର, ତିଥି- ୭ମୀ ଦିବା ୧୨.୩୨ ଗତେ ୮ମୀ,ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର,ଘାତବାର- ତୁଳା ଓ କୁମ୍ଭ ରାଶିର,ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୧୨.୩୨ ପର୍ଯ୍ୟନ୍ତ , ତା'ପରେ ନିଶାନ୍ତ ୦୫.୪୧ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Virgo

କନ୍ୟା

Thursday 10 Oct 2024

ଉ,ଫଳଗୁନି- ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । କର୍ମକ୍ଷେତ୍ରରେ ମଧୁର ବାକ୍ୟ କହି ନିଜର କାର‌୍ୟ୍ୟ ହାସଲ କରିନେବେ । ଦାମ୍ପତ୍ୟ ଜୀବନରେ ସମାନ୍ୟ ତିକ୍ତତା ଦେଖାଦେଇପାରେ ।

ହସ୍ତା- ବ୍ୟବସାୟରେ ନୂଆ କୈାଶଳ ପ୍ରୟୋଗ କରିବେ । ଆଲୋଚନା ପରିସରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି । ରାଜନୈତିକ କ୍ଷେତ୍ରରେ ଉଚ୍ଚ ପଦ ମର୍ଯ୍ୟଦା ଲାଭ କରିବେ ।

ଚିତ୍ରା- ଗୃହିଣୀଙ୍କ ପାଇଁ ମିଶ୍ରିତ ଫଳ ରହିବ । ଗୁରୁଜନଙ୍କ ସହ ଆଲୋଚନା କରି ନୂତନ କାର‌୍ୟ୍ୟ ଆରମ୍ଭ କରି ପାରିବେ । ମନର ନକାରାତ୍ମକତା ଦୂର ହୋଇ ଉଚ୍ଚଶିକ୍ଷାରେ ସଫଳତା ପାଇବେ

ପ୍ରତିକାର - ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :