• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th October 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର କର୍ମ କ୍ଷେତ୍ରରେ ନୂତନ ନିଯୁକ୍ତିର ସୂଚନା ମିଳିବ

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୦ ତାରିଖ ଗୁରୁବାର । ଚନ୍ଦ୍ର- ଧନୁ ଅହୋରାତ୍ର, ତିଥି- ୭ମୀ ଦିବା ୧୨.୩୨ ଗତେ ୮ମୀ,ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର,ଘାତବାର- ତୁଳା ଓ କୁମ୍ଭ ରାଶିର,ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୧୨.୩୨ ପର୍ଯ୍ୟନ୍ତ , ତା'ପରେ ନିଶାନ୍ତ ୦୫.୪୧ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Scorpio

ବିଛା

Thursday 10 Oct 2024

ବିଶାଖା- ନୂଆ ବିଚାର ଆପଣଙ୍କ ଆର୍ଥିକ ପକ୍ଷ ଲାଗି ଲାଭଦାୟକ ହେବ । ବାଣିଜ୍ୟରେ ଆତ୍ମବୃଦ୍ଧି ଓ ସଞୟ ହେବ । ବିନା ସ୍ୱାର୍ଥରେ ଅନ୍ୟର ସହୟତା କରି ଖୁସି ଅନୁଭବ କରିବେ

ଅନୁରାଧା- ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଜନଙ୍କ ପାଖରେ ଆଦୃତ ହେବେ । କର୍ମକ୍ଷେତ୍ରରେ ଆପଣଙ୍କର ଉଦାର ସ୍ୱଭାବ ସମସ୍ତଙ୍କୁ ପ୍ରଭାବିତ କରିବ ।

ଜ୍ୟେଷ୍ଠା- ଆକସ୍ମିକ ଧନ ଲାଭ ହୋଇପାରେ । କିଛି ଯାନ୍ତ୍ରିକ ଜିନିଷ ଉପକରଣ କ୍ରୟ କରିପାରନ୍ତି । ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ ।

ପ୍ରତିକାର – ମା ମଙ୍ଗଳା ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :