• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th October 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର କର୍ମ କ୍ଷେତ୍ରରେ ନୂତନ ନିଯୁକ୍ତିର ସୂଚନା ମିଳିବ

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୦ ତାରିଖ ଗୁରୁବାର । ଚନ୍ଦ୍ର- ଧନୁ ଅହୋରାତ୍ର, ତିଥି- ୭ମୀ ଦିବା ୧୨.୩୨ ଗତେ ୮ମୀ,ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର,ଘାତବାର- ତୁଳା ଓ କୁମ୍ଭ ରାଶିର,ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୧୨.୩୨ ପର୍ଯ୍ୟନ୍ତ , ତା'ପରେ ନିଶାନ୍ତ ୦୫.୪୧ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Capricorn

ମକର

Thursday 10 Oct 2024

ଉ,ଷାଢା- ଦୂରେଇ ଚାଲି ଯାଇଥିବା ବନ୍ଧୁ ଆପଣଙ୍କ ସହ ମିଶିବା ପାଇଁ ଚେଷ୍ଟା କରିବେ । ନୂଆ ବେପାର ଆରମ୍ଭ କରିବା ପାଇଁ ଭାବିବେ । ପିଲାମାନଙ୍କୁ ନେଇ ଗର୍ବିତ ଅନୁଭବ କରିବେ ।

ଶ୍ରବଣା- ପତୀ ପତ୍ନୀଙ୍କ ମଧ୍ୟରେ ଭଲ ବୁଝାବଣା ହେବା ସହିତ ଦାମ୍ପତ୍ୟ ଜୀବନରେ ସୁଖ ଆସିବ । ଛାତ୍ର ଛତ୍ରୀ ମାନେ ଅଧିକ ସମୟ ଖେଳରେ କଟାଇବେ । ରାଜନୀତି କ୍ଷେତ୍ରରେ କିଛି ପଦପଦବୀ ପ୍ରାପ୍ତ ହୋଇପାରେ ।

ଧନିଷ୍ଠା- ବହୁ ଦିନରୁ ସମାଧାନ ହୋଇ ନପାରୁଥିବା ସମସ୍ୟା ସମାଧାନ ହୋଇ ଯିବ । ନିଜର ବାସସ୍ଥାନ କରିବା ପାଇଁ ନୂତନ ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି

ପ୍ରତିକାର – ସୂର‌୍ୟ୍ୟଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :