• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th September 2022: ଏହି ରାଶିର ବ୍ୟକ୍ତି କୌଣସି ବଡ଼ ଦାୟିତ୍ୱ ନେଇପାରନ୍ତି

ସୌର ସିଂହ ମାସ ଭାଦ୍ରବ ଶୁକ୍ଲପକ୍ଷ । ଇଂରାଜୀରେ ୧୦ ତାରିଖ, ଶନିବାର। ତିଥି – ପୂର୍ଣ୍ଣିମା ଦିବା ୦୩/୨୮ ଗତେ ପ୍ରତିପଦ। ତିଥି – ପୂର୍ଣ୍ଣିମା ଦିବା ୦୩/୨୮ ଗତେ ପ୍ରତିପଦ ଚନ୍ଦ୍ର – କୁମ୍ଭ ରାତ୍ରି ୦୨/୨୩ ଗତେ ମୀନ ଘାତ ଚନ୍ଦ୍ର- ମିଥୁନ ଓ ମୀନ ରାଶିର ରାତ୍ରି ୦୨/୨୩ ଗତେ ଧନୁ ଘାତ ବାର – ବୃଷ, ସିଂହ, କନ୍ୟା ରାଶିର ପୁଷ୍କର ଦୋଷ – ୧ପାଦ

Gemini

ମିଥୁନ

Saturday 10 Sep 2022

ମୃଗଶିରା: ବ୍ୟବସାୟରେ ବାକି ପଡ଼ିଥିବା ପଇସା ପାଇବେ
ଆଦ୍ରା: ବିଦ୍ୟାର୍ଥୀମାନେ କିଛି ସଫଳତା ପାଇପାରନ୍ତି
ପୁନର୍ବସୁ: ସାଂସାରିକ ନୂଆ  ଦିଗ ଦର୍ଶନ ପାଇବେ
ପ୍ରତିକାର: ଦତାତ୍ରୟଙ୍କ ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :