Daily Horoscope 10th September 2023: ହଠାତ୍ ଧନ ପ୍ରାପ୍ତି ହୋଇପାରେ, ପୁରୁଣା କରଜ ଫେରସ୍ତ ମିଳିପାରେ..
/odishatv-khabar/media/media_files/uploadimage/library/16_9/16_9_0/IMAGE_1693884681-641100.jpg)
ସୈାର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ରବିବାର । ଚନ୍ଦ୍ର – ମିଥୁନ ଦିବା ୧୦.୨୫ ଗତେ କର୍କଟ, ତିଥି – ୧୧ଶୀ ରାତ୍ରି ୦୯.୨୮ ଗତେ ୧୨ଶୀ, ଘାତ ଚନ୍ଦ୍ର - କନ୍ୟା ରାଶିର ଦିବା ୧୦.୨୫ ପର୍ଯ୍ୟନ୍ତ, ଘାତ ବାର – ମେଷ, ପୁଷ୍କର ଦୋଷ – ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ସନ୍ଧ୍ୟା ୦୫.୦୬ ଗତେ ୧ ପାଦ-କୃହିହାନି-ଭୂମିଦାନ ରାତ୍ରି ୦୯.୨୮ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
