• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th September 2023: ହଠାତ୍‌ ଧନ ପ୍ରାପ୍ତି ହୋଇପାରେ, ପୁରୁଣା କରଜ ଫେରସ୍ତ ମିଳିପାରେ..

ସୈାର  ସିଂହ  ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ରବିବାର । ଚନ୍ଦ୍ର – ମିଥୁନ ଦିବା ୧୦.୨୫ ଗତେ କର୍କଟ, ତିଥି – ୧୧ଶୀ ରାତ୍ରି ୦୯.୨୮ ଗତେ ୧୨ଶୀ, ଘାତ ଚନ୍ଦ୍ର - କନ୍ୟା ରାଶିର ଦିବା ୧୦.୨୫ ପର୍ଯ୍ୟନ୍ତ, ଘାତ ବାର –  ମେଷ, ପୁଷ୍କର ଦୋଷ – ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ସନ୍ଧ୍ୟା ୦୫.୦୬ ଗତେ ୧ ପାଦ-କୃହିହାନି-ଭୂମିଦାନ ରାତ୍ରି ୦୯.୨୮ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Aries

ମେଷ

Sunday 10 Sep 2023

ଅଶ୍ୱନୀ - ବ୍ୟବସାୟରେ ବହୁତ ଦିନର ବାକିପଡିଥିବା ଅର୍ଥ ପାଇବା ସହ ଆୟର ମାର୍ଗ ପ୍ରଶସ୍ତ ହେବ । ଆର୍ଥିକ ପରିସ୍ଥିତି ଉତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ହୋଇପାରେ । ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ ।

ଦ୍ୱିଜା - ପୁରାତନ ରୋଗରୁ ଉପସମ ପାଇବେ । କର୍ମ କ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ତାହାକୁ ଠିକ୍ ଭାବରେ ସାମ୍ନା କରିବାର ସାହାସ ରଖି କୃତକାର୍ଯ୍ୟ ହେବେ । ବିଦ୍ୟାର୍ଥୀ ମାନେ ଏକାଗ୍ରତା ରକ୍ଷା କରିବେ ।

କୃତିକା - ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବାକୁ ଚେଷ୍ଟା କରନ୍ତୁ । ପ୍ରଶାସନିକ କ୍ଷେତ୍ରରେ ଉତେଜନା ପରିସ୍ଥିତି ରହିପାରେ । ଘରୋଇ କଳହକୁ ନେଇ ଜମିକୁ ଭାଗ କରି ପାରନ୍ତି ।

ପ୍ରତିକାର - ହନୁମାନଙ୍କର ପୂଜାର୍ଚ୍ଚନା କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :