• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th September 2023: ହଠାତ୍‌ ଧନ ପ୍ରାପ୍ତି ହୋଇପାରେ, ପୁରୁଣା କରଜ ଫେରସ୍ତ ମିଳିପାରେ..

ସୈାର  ସିଂହ  ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ରବିବାର । ଚନ୍ଦ୍ର – ମିଥୁନ ଦିବା ୧୦.୨୫ ଗତେ କର୍କଟ, ତିଥି – ୧୧ଶୀ ରାତ୍ରି ୦୯.୨୮ ଗତେ ୧୨ଶୀ, ଘାତ ଚନ୍ଦ୍ର - କନ୍ୟା ରାଶିର ଦିବା ୧୦.୨୫ ପର୍ଯ୍ୟନ୍ତ, ଘାତ ବାର –  ମେଷ, ପୁଷ୍କର ଦୋଷ – ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ସନ୍ଧ୍ୟା ୦୫.୦୬ ଗତେ ୧ ପାଦ-କୃହିହାନି-ଭୂମିଦାନ ରାତ୍ରି ୦୯.୨୮ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Taurus

ବୃଷ

Sunday 10 Sep 2023

କୃତିକା - ବ୍ୟବସାୟୀଙ୍କୁ ଯଥେଷ୍ଟ ଲାଭ ମିଳିବ । ଭାତୃ ବିବାଦରୁ ଦୂରେଇ ଯିବ । ପରିବାରରେ ଗୁରୁଜନଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା କରିପାରନ୍ତି । ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନ ଦେବା ଆବଶ୍ୟକ ।

ରୋହିଣୀ - ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ନିଜର ମନ ଅନୁଯାୟୀ କର୍ମ କରିବେ । ସନ୍ତାନ ମାନଙ୍କ କୃତିତ୍ୱ ପାଇଁ ଗର୍ବ ଅନୁଭବ କରିବେ । ରାଜନେତାଙ୍କ ସାହାର୍ଯ୍ୟ ସହଯୋଗ ମାଧ୍ୟମରେ ଯଶ ସମ୍ମାନର ଅଧିକାରୀ ହେବେ ।

ମୃଗଶିରା - ବିଦ୍ୟାର୍ଥୀ ମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ । ସଡକ ଦୁର୍ଘଟଣାର ସମ୍ଭାବନା ରହିଛି । ମାଲିମକଦ୍ଧମାରେ ଜୟଯୁକ୍ତ ହେବେ ।

ପ୍ରତିକାର – ଗୋ ମାତାଙ୍କୁ କିଛି ଖାଇବାକୁ ଦିଅନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :