• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th September 2023: ହଠାତ୍‌ ଧନ ପ୍ରାପ୍ତି ହୋଇପାରେ, ପୁରୁଣା କରଜ ଫେରସ୍ତ ମିଳିପାରେ..

ସୈାର  ସିଂହ  ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ରବିବାର । ଚନ୍ଦ୍ର – ମିଥୁନ ଦିବା ୧୦.୨୫ ଗତେ କର୍କଟ, ତିଥି – ୧୧ଶୀ ରାତ୍ରି ୦୯.୨୮ ଗତେ ୧୨ଶୀ, ଘାତ ଚନ୍ଦ୍ର - କନ୍ୟା ରାଶିର ଦିବା ୧୦.୨୫ ପର୍ଯ୍ୟନ୍ତ, ଘାତ ବାର –  ମେଷ, ପୁଷ୍କର ଦୋଷ – ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ସନ୍ଧ୍ୟା ୦୫.୦୬ ଗତେ ୧ ପାଦ-କୃହିହାନି-ଭୂମିଦାନ ରାତ୍ରି ୦୯.୨୮ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Pisces

ମୀନ

Sunday 10 Sep 2023

ପୂ, ଭାଦ୍ରପଦ - ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜ ମାନ କରିବା ସହ ପୂର୍ବ ଶତୃମାନେ ପଛ ଘୁଞ୍ଚା ଦେବେ । ଶରୀର ସୁସ୍ଥ ରହିବା ସହ ଯାତ୍ରାରେ ବିଶେଷ ଲାଭବାନ୍ ହେବେ । ଅଫିସରେ କର୍ମଚାରୀଙ୍କ ଉପରେ ବିରକ୍ତ ରୁହନ୍ତୁ ନାହିଁ ।

ଉ, ଭାଦ୍ରପଦ - ବ୍ୟବସାୟରେ ବିରାଟ ଯୋଜନାର ସଂକଳ୍ପ ନେବେ । ଶିକ୍ଷା କ୍ଷେତ୍ରରେ ଅଧିକ ଅବହେଳା କରିବେ । ରାଜନୀତିରେ ଲୋକ ପ୍ରିୟତା ଦେଖା ଦେବ ।

ରେବତୀ - କଳା, ସାହିତ୍ୟ , ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । କୈାଣସି ମୂଲ୍ୟବାନ୍ ଉପହାର ପ୍ରାପ୍ତି ହେବେ । ମହିଳା ମାନେ ଗୃହ ଚିନ୍ତାରେ ବ୍ୟସ୍ତ ରହିବେ ।

ପ୍ରତିକାର – କୌଣସି ବ୍ରାହ୍ମଣର ସେବା କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :