• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th September 2023: ହଠାତ୍‌ ଧନ ପ୍ରାପ୍ତି ହୋଇପାରେ, ପୁରୁଣା କରଜ ଫେରସ୍ତ ମିଳିପାରେ..

ସୈାର  ସିଂହ  ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ରବିବାର । ଚନ୍ଦ୍ର – ମିଥୁନ ଦିବା ୧୦.୨୫ ଗତେ କର୍କଟ, ତିଥି – ୧୧ଶୀ ରାତ୍ରି ୦୯.୨୮ ଗତେ ୧୨ଶୀ, ଘାତ ଚନ୍ଦ୍ର - କନ୍ୟା ରାଶିର ଦିବା ୧୦.୨୫ ପର୍ଯ୍ୟନ୍ତ, ଘାତ ବାର –  ମେଷ, ପୁଷ୍କର ଦୋଷ – ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ସନ୍ଧ୍ୟା ୦୫.୦୬ ଗତେ ୧ ପାଦ-କୃହିହାନି-ଭୂମିଦାନ ରାତ୍ରି ୦୯.୨୮ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Gemini

ମିଥୁନ

Sunday 10 Sep 2023

ମୃଗଶିରା - ଯୋଗାଯୋଗ ଅଭାବ ହେତୁ ସମ୍ପର୍କ ମଧ୍ୟରେ ଦୂରତା ରହିପାରେ । ବାହାରେ ଖାଦ୍ୟ ଖାଇବା ଠାରୁ ଦୂରରେ ରୁହନ୍ତୁ । ଜୀବନ ସାଥିଙ୍କୁ ପ୍ରତ୍ୟେକ ଅସୁବିଧାରୁ ରକ୍ଷା କରିବାକୁ ଚେଷ୍ଟା କରିବେ ।

ଆଦ୍ରା - କର୍ମ କ୍ଷେତ୍ରରେ ଜଣେ ବନ୍ଧୁଙ୍କ କାମରେ ସନ୍ତୁଷ୍ଟ ହୋଇପାରନ୍ତି । ଭାଗ୍ୟର ପରିବର୍ତନ ହେଲାଭଳି ଉନ୍ନତି ପଥରେ ଅଗ୍ରସର ହେବେ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ ।

ପୁନର୍ବସୁ - ଧନ ସମ୍ପତି ବୃଦ୍ଧି ହୋଇପାରେ । ପଡୋଶୀ ମାନେ କଅଁଳିଆ କଥା କହି କାର୍ଯ୍ୟ ହାସଲ କରିବାର ଚେଷ୍ଟା କରିବେ । ନୂଆ ଲୋକଙ୍କ ସହିତ ହାତେ ମାପି ଚାଖଣ୍ଡେ ଚାଲନ୍ତୁ ।

ପ୍ରତିକାର – ଦର୍ତାତ୍ରେୟଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :