• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th September 2023: ହଠାତ୍‌ ଧନ ପ୍ରାପ୍ତି ହୋଇପାରେ, ପୁରୁଣା କରଜ ଫେରସ୍ତ ମିଳିପାରେ..

ସୈାର  ସିଂହ  ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ରବିବାର । ଚନ୍ଦ୍ର – ମିଥୁନ ଦିବା ୧୦.୨୫ ଗତେ କର୍କଟ, ତିଥି – ୧୧ଶୀ ରାତ୍ରି ୦୯.୨୮ ଗତେ ୧୨ଶୀ, ଘାତ ଚନ୍ଦ୍ର - କନ୍ୟା ରାଶିର ଦିବା ୧୦.୨୫ ପର୍ଯ୍ୟନ୍ତ, ଘାତ ବାର –  ମେଷ, ପୁଷ୍କର ଦୋଷ – ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ସନ୍ଧ୍ୟା ୦୫.୦୬ ଗତେ ୧ ପାଦ-କୃହିହାନି-ଭୂମିଦାନ ରାତ୍ରି ୦୯.୨୮ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Cancer

କର୍କଟ

Sunday 10 Sep 2023

ପୁନର୍ବସୁ - ନିତିଦିନିଆ କାମ ସହଜରେ ପୂରା ହୋଇଯିବ । ଜୀବନ ସାଥିଙ୍କ ସହ ଯୋଗରେ ଆଗକୁ ବଢିବାର ସୁଯୋଗ ପାଇବେ । ବନ୍ଧୁଙ୍କ ସହେଯାଗରେ କେତେକ ସମସ୍ୟାର ସମାଧାନ ହେବ ।

ପୁଷ୍ୟା - ବ୍ୟବସାୟରେ ଧନଲାଭର ନୂଆ ଉତ୍ସ ତଲାସ କରିବେ । ରାଜନିତି କ୍ଷେତ୍ରରେ ଥିବା ବ୍ୟକ୍ତି ମାନ ସମ୍ମାନ ପାଇବେ । ଛାତ୍ରଙ୍କୁ କୌଣସି ଅଭିଜ୍ଞ ବ୍ୟକ୍ତିଙ୍କ ଠାରୁ ଭଲ ପରାମର୍ଶ ମିଳିବ ।

ଅଶ୍ଳେଷା - ଭୂ-ସମ୍ପତିରେ ଅଧିକ ପଇସା ନିବେଶ କରନ୍ତୁ । ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ଶତୃମାନେ ମଥାନତ କରିବେ ।

ପ୍ରତିକାର – ଶ୍ରୀ ଗଣେଷଙ୍କ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :