• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th September 2023: ହଠାତ୍‌ ଧନ ପ୍ରାପ୍ତି ହୋଇପାରେ, ପୁରୁଣା କରଜ ଫେରସ୍ତ ମିଳିପାରେ..

ସୈାର  ସିଂହ  ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ରବିବାର । ଚନ୍ଦ୍ର – ମିଥୁନ ଦିବା ୧୦.୨୫ ଗତେ କର୍କଟ, ତିଥି – ୧୧ଶୀ ରାତ୍ରି ୦୯.୨୮ ଗତେ ୧୨ଶୀ, ଘାତ ଚନ୍ଦ୍ର - କନ୍ୟା ରାଶିର ଦିବା ୧୦.୨୫ ପର୍ଯ୍ୟନ୍ତ, ଘାତ ବାର –  ମେଷ, ପୁଷ୍କର ଦୋଷ – ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ସନ୍ଧ୍ୟା ୦୫.୦୬ ଗତେ ୧ ପାଦ-କୃହିହାନି-ଭୂମିଦାନ ରାତ୍ରି ୦୯.୨୮ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Libra

ତୁଳା

Sunday 10 Sep 2023

ଚିତ୍ରା - ପ୍ରିୟତମଙ୍କ ସହ ଆପଣଙ୍କ ସମ୍ବନ୍ଧ ଭଲ ହେବ । କର୍ମ ପାଇଁ ସମ୍ମାନିତ ଦକ୍ଷତା ପ୍ରତିପାଦିତ ହେବେ । ନୂତନ କାର୍ଯ୍ୟକୁ ନେଇ ସେଥିରେ କୃତକାର୍ଯ୍ୟ ହେବେ । ଗମନାଗମନ କରିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ।

ସ୍ୱାତୀ - କାରବାରରେ ଆପଣଙ୍କୁ ପ୍ରଚୁର ଲାଭ ହେବ । ପଢ଼ାପଢ଼ି ଓ ପରିକ୍ଷାରେ ସମଫଳ ମିଳିବ । ଚାକିରିରେ ଦୂର ଯାତ୍ରାର ସମ୍ଭାବନା ରହିଛି । ଅଜଣା ଶତୃ ଆପଣଙ୍କର କ୍ଷତି କରିଢପାରନ୍ତି ।

ବିଶାଖା - ପ୍ରଶାସନିକ ସ୍ତରରେ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ । ରାଜନୀତିରେ ପରିଶ୍ରମ ଦ୍ୱାରା କାର୍ଯ୍ୟ ସଫଳ ହେବେ । ଯାନବାହନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇପାରେ ।

ପ୍ରତିକାର – କମଳାଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :