• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th September 2023: ହଠାତ୍‌ ଧନ ପ୍ରାପ୍ତି ହୋଇପାରେ, ପୁରୁଣା କରଜ ଫେରସ୍ତ ମିଳିପାରେ..

ସୈାର  ସିଂହ  ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ରବିବାର । ଚନ୍ଦ୍ର – ମିଥୁନ ଦିବା ୧୦.୨୫ ଗତେ କର୍କଟ, ତିଥି – ୧୧ଶୀ ରାତ୍ରି ୦୯.୨୮ ଗତେ ୧୨ଶୀ, ଘାତ ଚନ୍ଦ୍ର - କନ୍ୟା ରାଶିର ଦିବା ୧୦.୨୫ ପର୍ଯ୍ୟନ୍ତ, ଘାତ ବାର –  ମେଷ, ପୁଷ୍କର ଦୋଷ – ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ସନ୍ଧ୍ୟା ୦୫.୦୬ ଗତେ ୧ ପାଦ-କୃହିହାନି-ଭୂମିଦାନ ରାତ୍ରି ୦୯.୨୮ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Scorpio

ବିଛା

Sunday 10 Sep 2023

ବିଶାଖା - ସ୍ୱାସ୍ଥ୍ୟରେ ସୁଧାର ଏବଂ କାର୍ଯ୍ୟରେ ସଫଳତା ମିଳିପାରେ । ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣିପାରନ୍ତି । କର୍ମ କ୍ଷେତ୍ରରେ ବିଳମ୍ବ ଯୋଗ ରହିଛି

ଅନୁରାଧା - ବ୍ୟବସାୟରେ ଆଶାନୂରୂପକ ଫଳ ପାଇବେ । ମହିଳା ମାନେ ନିଜର ବ୍ୟବହାର ପ୍ରତି ଧ୍ୟାନ ଦିଅନ୍ତୁ । ରାଜନୀତିରେ ଗୁରୁତ୍ୱପୂର୍ଣ୍ଣ କାର‌୍ୟ୍ୟ ହାତକୁ ନେଇ ଚିନ୍ତାଗ୍ରସ୍ତ ରହିବେ ।

ଜ୍ୟୋଷ୍ଠା - ଫିଲ୍ମ ଉଦ୍ୟୋଗି କ୍ଷେତ୍ରରେ ଥିବା ଭଲ ସୁଯୋଗ ମିଳିବ । ଶିକ୍ଷାର୍ଥୀ ମାନେ ଉଚ୍ଚ ଶିକ୍ଷା ପାଇଁ ବିଦେଶା ଗତ ହୋଇପାରନ୍ତି । କୋର୍ଟ ମାମଲାରେ ଫସି ଅଯଥା ଖର୍ଚ୍ଚ କରିବେ ।

ପ୍ରତିକାର – ନୃସିଂହଙ୍କର ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :