• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th September 2023: ହଠାତ୍‌ ଧନ ପ୍ରାପ୍ତି ହୋଇପାରେ, ପୁରୁଣା କରଜ ଫେରସ୍ତ ମିଳିପାରେ..

ସୈାର  ସିଂହ  ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ରବିବାର । ଚନ୍ଦ୍ର – ମିଥୁନ ଦିବା ୧୦.୨୫ ଗତେ କର୍କଟ, ତିଥି – ୧୧ଶୀ ରାତ୍ରି ୦୯.୨୮ ଗତେ ୧୨ଶୀ, ଘାତ ଚନ୍ଦ୍ର - କନ୍ୟା ରାଶିର ଦିବା ୧୦.୨୫ ପର୍ଯ୍ୟନ୍ତ, ଘାତ ବାର –  ମେଷ, ପୁଷ୍କର ଦୋଷ – ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ସନ୍ଧ୍ୟା ୦୫.୦୬ ଗତେ ୧ ପାଦ-କୃହିହାନି-ଭୂମିଦାନ ରାତ୍ରି ୦୯.୨୮ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Sagittarius

ଧନୁ

Sunday 10 Sep 2023

ମୂଳା - ପ୍ରେମ ସମ୍ପର୍କରେ ମଧୁରତା ବଢିବ । ଅଫିସ କାମରେ ମନ୍ଥର ଗତିରେ ପୂରା ହେବ । ବ୍ୟବସାୟରେ ଯୋଜନାବଦ୍ଧ ରୂପେ କାମ କରିବେ । ଅସନ୍ତୋଷ ଭାବନାକୁ ନିଜ ଅବୈଧ ହେବାକୁ ଦିଅନ୍ତୁ ନାହିଁ ।

ପୂ, ଷାଢା - କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ । ଚାକିରୀ କ୍ଷେତ୍ରରେ ବିରୋଧି ଦଳଙ୍କ ସଂଖ୍ୟା ବଢିପାରେ । ଶିକ୍ଷାକ୍ଷେତ୍ରରେ ଉଚ୍ଚକାଂକ୍ଷା ପୁର୍ତିର ଫଳ ସ୍ୱରୂପ ନିଜ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରିପାରିବେ ।

ଉ, ଷାଢା - ରାଜନୀତିରେ ନେତୃତ୍ୱ ବୃଦ୍ଧି ହେବ । ଅଧିକ ଖର୍ଚ୍ଚକରି ଭୂମିକ୍ରୟ କରିବେ । ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରି ପ୍ରଂଶସିତ ହେବେ । ଶିଳ୍ପ ବାଣିଜ୍ୟରେ କ୍ଷେତ୍ରରେ ଅଭିବୃଦ୍ଧି ଘଟିପାରେ ।

ପ୍ରତିକାର – ସକାଳୁ ସୂର୍ୟ୍ୟ ଦେବଙ୍କୁ ଜଳ ଅର୍ପଣ କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :