• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th September 2023: ହଠାତ୍‌ ଧନ ପ୍ରାପ୍ତି ହୋଇପାରେ, ପୁରୁଣା କରଜ ଫେରସ୍ତ ମିଳିପାରେ..

ସୈାର  ସିଂହ  ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ରବିବାର । ଚନ୍ଦ୍ର – ମିଥୁନ ଦିବା ୧୦.୨୫ ଗତେ କର୍କଟ, ତିଥି – ୧୧ଶୀ ରାତ୍ରି ୦୯.୨୮ ଗତେ ୧୨ଶୀ, ଘାତ ଚନ୍ଦ୍ର - କନ୍ୟା ରାଶିର ଦିବା ୧୦.୨୫ ପର୍ଯ୍ୟନ୍ତ, ଘାତ ବାର –  ମେଷ, ପୁଷ୍କର ଦୋଷ – ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ସନ୍ଧ୍ୟା ୦୫.୦୬ ଗତେ ୧ ପାଦ-କୃହିହାନି-ଭୂମିଦାନ ରାତ୍ରି ୦୯.୨୮ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Capricorn

ମକର

Sunday 10 Sep 2023

ଉ, ଷାଢା - ଅନେକ ଦିନରୁ ବାକି ରହିଥିବା କାମକୁ ଆଜି ସଂପୂର୍ଣ୍ଣ କରିବେ । ଆର୍ଥିକ କ୍ଷେତ୍ରରେ ଲାଭବାନ୍ ସହିତ ସଂଚୟ କରିପାରନ୍ତି । ଅଚାନକ କୌଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ ।

ଶ୍ରବଣା - ଛାତ୍ରଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । ଚାକିରି କ୍ଷେତ୍ରରେ ମନ ଅସ୍ଥିରତା ରହିବ। ଅନ୍ତରଙ୍ଗ ବନ୍ଧୁଙ୍କ ସହିତ ସମୟ ବିତାଇବେ ।

ଧନିଷ୍ଠା - ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ । ମହିଳା ମାନେ କୌଣସି ଧର୍ମାନୁଷ୍ଠାନରେ କିଛି ଅଗ୍ରଣି ଦାୟିତ୍ୱ ନେଇପାରନ୍ତି । ଅନ୍ୟ ମନସ୍କତା ଓ ଆଘାତପ୍ରାପ୍ତିର ଆଶଙ୍କା ରହିଛି ।

ପ୍ରତିକାର – ସୂର୍ଯ୍ୟଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :