• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ନୂତନ ଚାକିରି ମିଳିବ

ସୌର ସିଂହ ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୦ ତାରିଖ ମଙ୍ଗଳବାର। ଚନ୍ଦ୍ର- ବିଛା ଅହୋରାତ୍ର ,ତିଥି- ୭ମୀ ରାତ୍ରି ୧୧.୧୨ ଗତେ ୮ମୀ,ଘାତଚନ୍ଦ୍ର- ନାସ୍ତି ,ଘାତବାର- ମକର ରାଶିର, ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ରାତ୍ରି ୧୧.୧୨ ଗତେ ୧ପାଦ-କୃଷିହାନି-ଭୂମିଦାନ

Aquarius

କୁମ୍ଭ

Tuesday 10 Sep 2024

ଧନିଷ୍ଠା- ବ୍ୟବସାୟରେ ଉନ୍ନତି କରିବେ । ସକାରତ୍ମକ ଭାବନା ଘେନି ଆଗକୁ ବଢିବେ । ସରକାରୀ ଚାକିରିଆଙ୍କର ଭଲ ଜାଗାକୁ ବଦଳି ହେବ । ବ୍ୟବସାୟୀଙ୍କୁ ଲାଭ ମିଳିବ । ନିଜର ବିଚାରକୁ ସ୍ପଷ୍ଟ ରୂପେ ବ୍ୟକ୍ତ କରନ୍ତୁ

ଶତଭିଷା- ଅଫିସରେ ଆପଣଙ୍କ କାମ ଦେଖି କର୍ତୁପକ୍ଷ ଖୁସି ହେବେ । କାହା ପ୍ରତି ଆପଣଙ୍କ ମନ୍ତବ୍ୟ ପ୍ରକାଶ କରନ୍ତୁ ନାହିଁ । କାମରେ ଆପଣଙ୍କର ଏକାଗ୍ରତା ବଜାୟ ରହିବ

ପୂ,ଭାଦ୍ରପଦ- ଲେଖକ ଓ କଳାକାରଙ୍କ ଲାଗି ସମୟ ଅନୁକୂଳ ରହିବ । ଚାକିରିଆଙ୍କୁ ନୂଆ ପ୍ରକଳ୍ପ ଦାୟିତ୍ୱ ମିଳିବ । ଆପଣଙ୍କ ଶକ୍ତିର ସ୍ତର ଉଚ୍ଚା ରହିବ । ଦୂରଯାତ୍ରାର ସୁଯୋଗ ପାଇବେ ଓ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ।

ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :