• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ନୂତନ ଚାକିରି ମିଳିବ

ସୌର ସିଂହ ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୦ ତାରିଖ ମଙ୍ଗଳବାର। ଚନ୍ଦ୍ର- ବିଛା ଅହୋରାତ୍ର ,ତିଥି- ୭ମୀ ରାତ୍ରି ୧୧.୧୨ ଗତେ ୮ମୀ,ଘାତଚନ୍ଦ୍ର- ନାସ୍ତି ,ଘାତବାର- ମକର ରାଶିର, ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ରାତ୍ରି ୧୧.୧୨ ଗତେ ୧ପାଦ-କୃଷିହାନି-ଭୂମିଦାନ

Leo

ସିଂହ

Tuesday 10 Sep 2024

ମଘା- ଜୀବନ ସାଥିଙ୍କ ସହିତ ସମ୍ବନ୍ଧ ମଧୁର ରହିବ । ପ୍ରକୃତିର ଆନନ୍ଦ ନେବା ପାଇଁ ଆଗ୍ରହ ପ୍ରକାଶ କରିବେ । ପ୍ରଶାସନିକ କାମ ଧୈର‌୍ୟ୍ୟର ସହ କରନ୍ତୁ ।

ପୂ,ଫାଲଗୁନି- ବିଦ୍ୟାର୍ଥୀ ମାନଙ୍କ ପାଇଁ ଶୁଭ ଦାୟକ ରହିବ । ରାଜନିତିରେ ସମର୍ଥନ ହ୍ରାସ ପାଇବ । ଆପଣଙ୍କର ଭଲ ବ୍ୟବହାରରେ ସହକର୍ମୀ ପ୍ରଭାବିତ ହେବେ । ଦୀର୍ଘ ଦିନର ଅପେକ୍ଷାରେ ଭଲ ସୁଯୋଗ ପାଇବେ ।

ଉ,ଫାଲଗୁନି- ଜମି କ୍ରୟ କରି ଖୁସି ରହିବେ । କୈାଣସି କଥାକୁ ନେଇ ଭାବୁକ ରହିବେ । ବ୍ୟବସାୟରେ ନୂଆ ସୁଯୋଗ ଓ କାମ ପାଇବେ । ଯେଉଁ କାମ କରିବାକୁ ଚାହିଁବେ ତାକୁ ମନପ୍ରାଣ ଢାଳି ପୂରା କରିଦେବେ

ପ୍ରତିକାର – ସୂର‌୍ୟ୍ୟକୁ ଜଳଦାନ କରି ଦିନ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :