• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ନୂତନ ଚାକିରି ମିଳିବ

ସୌର ସିଂହ ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୦ ତାରିଖ ମଙ୍ଗଳବାର। ଚନ୍ଦ୍ର- ବିଛା ଅହୋରାତ୍ର ,ତିଥି- ୭ମୀ ରାତ୍ରି ୧୧.୧୨ ଗତେ ୮ମୀ,ଘାତଚନ୍ଦ୍ର- ନାସ୍ତି ,ଘାତବାର- ମକର ରାଶିର, ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ରାତ୍ରି ୧୧.୧୨ ଗତେ ୧ପାଦ-କୃଷିହାନି-ଭୂମିଦାନ

Virgo

କନ୍ୟା

Tuesday 10 Sep 2024

ଉ- ଫାଲ୍‌ଗୁନୀ- ବ୍ୟବସାୟ ଆରମ୍ଭ କରିବାରେ ଭଲ ସମୟ ଆସିପାରେ । ସର୍ବଦା କାର‌୍ୟ୍ୟଶୀଳ ବୋଲାଇବେ ଓ ଆର୍ଥିକ ଚିନ୍ତା ରହିବ ନାହିଁ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ରାଜନୀତି କ୍ଷେତ୍ରରେ ଆନ୍ତରିକ ମୂଲ୍ୟାଙ୍କନର ଅନୂଭୂତି ଜାଗ୍ରତ ହେବ

ହସ୍ତା- ମନକୁ ସ୍ଥିର ରଖି ସବୁ ସମସ୍ୟାର ସମାଧାନ କରି ପାରିବେ । ସତର୍କ ରହି କାର‌୍ୟ୍ୟ କରିବେ ସୁଫଳ ମିଳିପାରେ । ଛାତ୍ରଛାତ୍ରୀଙ୍କୁ ପାଠ ପଢାରେ ପ୍ରଶଂସା ମିଳିପାରେ । କୌଣସି ଗୁରୁତ୍ୱ ପୂର୍ଣ୍ଣ କାର‌୍ୟ୍ୟକୁ ନେଇ ବ୍ୟସ୍ତ ରହିପାରନ୍ତି

ଚିତ୍ରା- ନିଜର ଆଦର୍ଶ ପ୍ରତିଷ୍ଠା କରିବାରେ ସକ୍ଷମ ହେବେ । କଳା, ବାଣିଜ୍ୟରେ ସନ୍ତୋଷ ଜନକ ଫଳ ପାଇ ପାରନ୍ତି । ବିରୋଧୀ ମାନେ କୈାଣସି କ୍ଷତି କରିପାରିବେ ନାହିଁ ତେଣୁ ସର୍ତକ ରହିବା ଆବଶ୍ୟକ

ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ପୂଜା, ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :