• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11 September 2023: ଏହି ରାଶିର ବ୍ୟକ୍ତିଙ୍କ ଆର୍ଥିକ ସଙ୍କଟ ଦୂରେଇ ଯିବ

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ସୋମବାର । ଚନ୍ଦ୍ର- କର୍କଟ ଅହରାତ୍ର ।ତିଥି- ୧୨ଶୀ ରାତ୍ରି ୧୧.୫୨ ଗତେ ୧୩ଶୀ । ଘାତ ଚନ୍ଦ୍ର - ନାସ୍ତି । ଘାତ ବାର- ମିଥୁନ । ପୁଷ୍କର ଦୋଷ- ୧ ପାଦ-ପଶୁ ସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୧୧.୫୨।

Aries

ମେଷ

Monday 11 Sep 2023

ଅଶ୍ୱନୀ- ଯେକୌଣସି ନୂତନ କାର୍ଯ୍ୟ କରିବେ ତାହା ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭ ଓ ଲାଭଦାୟକ ହେବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ସୁଚାରୁ ରୂପେ କରିପାରିବେ । ଦାମ୍ପତ୍ୟ ସୁଖ ବୃଦ୍ଧି ହେବ ।

ଦ୍ୱିଜା- ଆର୍ଥିକ ସଙ୍କଟ ଦୂରେଇ ଯିବ । କର୍ମ କ୍ଷେତ୍ରରେ ଅଧିକାରୀ ପ୍ରସନ୍ନ ରହିବେ । ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବା ସହ ନିଃସଙ୍ଗତା ବୋଧର ପୀଡା ଦୂରେଇ ଯିବ ।

କୃତିକା- ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରିବାକୁ ବାଧ୍ୟ ହେବେ । ସ୍ୱାର୍ଥ କୁ କେନ୍ଦ୍ର କରି ସୁବର୍ଣ୍ଣ ସୁଯୋଗକୁ ହାତଛଡା କରିପାରନ୍ତି ।

ପ୍ରତିକାର- ଦେବୀ ବଗଳାମୁଖିଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :