• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11 September 2023: ଏହି ରାଶିର ବ୍ୟକ୍ତିଙ୍କ ଆର୍ଥିକ ସଙ୍କଟ ଦୂରେଇ ଯିବ

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ସୋମବାର । ଚନ୍ଦ୍ର- କର୍କଟ ଅହରାତ୍ର ।ତିଥି- ୧୨ଶୀ ରାତ୍ରି ୧୧.୫୨ ଗତେ ୧୩ଶୀ । ଘାତ ଚନ୍ଦ୍ର - ନାସ୍ତି । ଘାତ ବାର- ମିଥୁନ । ପୁଷ୍କର ଦୋଷ- ୧ ପାଦ-ପଶୁ ସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୧୧.୫୨।

Aquarius

କୁମ୍ଭ

Monday 11 Sep 2023

ଧନିଷ୍ଠା- ପାରିବାରିକ ପରିସ୍ଥିତି ଠିକ୍ ରହିବ । ବ୍ୟବସାୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତା ଦୂରେଇ ଯିବ । କର୍ମ କ୍ଷେତ୍ରରେ ଉଦ୍ୟମ ଓ ଚେଷ୍ଟାଦ୍ୱାରା ସାଫଲ୍ୟ ହେବେ ।

ଶତଭିଷା- ବିଦ୍ୟାକ୍ଷେତ୍ରରେ ମନେଯାଗ ଦେଇ ସଫଳ ହେବେ । ରାଜନୈତିକ କ୍ଷେତ୍ରରେ ଉପଯୁକ୍ତ ଲୋକମାନଙ୍କ ସହିତ ସ୍ଥାୟୀ ବନ୍ଧୁତା ସ୍ଥାପନ କରି ପାରିବେ । ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପନ କରିବେ ।

ପୂ, ଭାଦ୍ରପଦ-ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ । ଦୂର ସ୍ଥାନକୁ ଯାତ୍ରା କଲେ ଅସୁବିଧାରେ ପଡିପାରନ୍ତି । ଯାନ ବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇପାରେ ।

ପ୍ରତିକାର – ହନୁମାନ ଚାଳିଶା ସହ ପୂଜାପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :