• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11 September 2023: ଏହି ରାଶିର ବ୍ୟକ୍ତିଙ୍କ ଆର୍ଥିକ ସଙ୍କଟ ଦୂରେଇ ଯିବ

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ସୋମବାର । ଚନ୍ଦ୍ର- କର୍କଟ ଅହରାତ୍ର ।ତିଥି- ୧୨ଶୀ ରାତ୍ରି ୧୧.୫୨ ଗତେ ୧୩ଶୀ । ଘାତ ଚନ୍ଦ୍ର - ନାସ୍ତି । ଘାତ ବାର- ମିଥୁନ । ପୁଷ୍କର ଦୋଷ- ୧ ପାଦ-ପଶୁ ସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୧୧.୫୨।

Pisces

ମୀନ

Monday 11 Sep 2023

ପୂ, ଭାଦ୍ରପଦ- ପାରିବାରିକ ଜୀବନରେ ସୁଖ ଶାନ୍ତି ଲାଭ କରିବେ । ଦାମ୍ପତ୍ୟ ଜୀବନ ପ୍ରେମପୂର୍ଣ୍ଣ ରହିବ । କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ । ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହୋଇପାରେ ।

ଉ, ଭାଦ୍ରପଦ- ନୂତନ କର୍ମ ନିଯୁକ୍ତିର ସୂଚନା ପାଇବେ । ଋଣ ଭାରରୁ ମୁକ୍ତି ପାଇବେ । ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ ଓ ପରୀକ୍ଷାରେ ସଫଳ ହେବେ ।

ରେବତୀ- କୋର୍ଟକଚେରି କାମ ଅନୁକୂଳ ରହିବ । ଆପଣଙ୍କ ଭୁଲ୍ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି । ଅବଶ୍ୟ ରାଜନୈତିକ ସ୍ତରରେ, ପ୍ରଶାସନିକ କ୍ଷେତ୍ର ପାଇଁ, ସଂଗଠନ ସକାଶେ ଦିନଟି ବହୁତ ଭଲ ।

ପ୍ରତିକାର- ପାଣିରେ ଗୋଟାଲୁଣ ମିଶାଇ ଘରକୁ ପୋଛି ଦିଅନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :