• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11 September 2023: ଏହି ରାଶିର ବ୍ୟକ୍ତିଙ୍କ ଆର୍ଥିକ ସଙ୍କଟ ଦୂରେଇ ଯିବ

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ସୋମବାର । ଚନ୍ଦ୍ର- କର୍କଟ ଅହରାତ୍ର ।ତିଥି- ୧୨ଶୀ ରାତ୍ରି ୧୧.୫୨ ଗତେ ୧୩ଶୀ । ଘାତ ଚନ୍ଦ୍ର - ନାସ୍ତି । ଘାତ ବାର- ମିଥୁନ । ପୁଷ୍କର ଦୋଷ- ୧ ପାଦ-ପଶୁ ସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୧୧.୫୨।

Gemini

ମିଥୁନ

Monday 11 Sep 2023

ମୃଗଶିରା- ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ୱ ବିକଶିତ ହେବାସହ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲହେବେ । ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜ ମାନ କରିବ ।

ଆଦ୍ରା- ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନ ମାନଙ୍କରେ ଭ୍ରମଣ କରି ଆନନ୍ଦ ଅନୁଭବ କରିବେ । ରାଜନୈତିକ କ୍ଷେତ୍ରରେ ଶତ୍ରୁମାନେ ମିତ୍ରତାର ହାତ ବଢେଇବେ । ଅଧ୍ୟୟନ , ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ଅର୍ଜନ କରିବେ ।

ପୁନର୍ବସୁ- ଜାଗା , ଜମି , ଯାନବାହାନ ସମ୍ବନ୍ଧୀୟ ସମସ୍ୟାର ସମାଧାନ ହୋଇଯିବ । ପଡୋଶୀ ମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ଘରକୁ ବନ୍ଧୁ ଆସିବା ଦ୍ୱାରା ଖର୍ଚ୍ଚାନ୍ତ ହୋଇପାରନ୍ତି ।

ପ୍ରତିକାର – ଗଣେଷଙ୍କୁ ଦ୍ୱବ ଦାନ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :