• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11 September 2023: ଏହି ରାଶିର ବ୍ୟକ୍ତିଙ୍କ ଆର୍ଥିକ ସଙ୍କଟ ଦୂରେଇ ଯିବ

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ସୋମବାର । ଚନ୍ଦ୍ର- କର୍କଟ ଅହରାତ୍ର ।ତିଥି- ୧୨ଶୀ ରାତ୍ରି ୧୧.୫୨ ଗତେ ୧୩ଶୀ । ଘାତ ଚନ୍ଦ୍ର - ନାସ୍ତି । ଘାତ ବାର- ମିଥୁନ । ପୁଷ୍କର ଦୋଷ- ୧ ପାଦ-ପଶୁ ସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୧୧.୫୨।

Cancer

କର୍କଟ

Monday 11 Sep 2023

ପୁନର୍ବସୁ-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । କର୍ମ କ୍ଷେତ୍ରରେ ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବା ସହ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ । କର୍ମ କ୍ଷେତ୍ରରେ ମାନ୍ୟତା ଅର୍ଜନ କରିବେ ।

ପୁଷ୍ୟା- ରାଜନୀତି କ୍ଷତ୍ରେରେ ବୁଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ସଫଳତା ମିଳିବ । ବିଦ୍ୟା କ୍ଷେତ୍ରରେ ଆଶାମୁତାବକ ଫଳ ପାଇବେ । ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିପାରିବେ ।

ଅଶ୍ଳେଷା- ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସମ୍ମାନ ଜନକ ଘଟଣା ଘଟିବ । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ ।

ପ୍ରତିକାର- ଶ୍ୱେତଚନ୍ଦନରେ କର୍ପୂର ମିଶେଇ ମସ୍ତକରେ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :