• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11 September 2023: ଏହି ରାଶିର ବ୍ୟକ୍ତିଙ୍କ ଆର୍ଥିକ ସଙ୍କଟ ଦୂରେଇ ଯିବ

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ସୋମବାର । ଚନ୍ଦ୍ର- କର୍କଟ ଅହରାତ୍ର ।ତିଥି- ୧୨ଶୀ ରାତ୍ରି ୧୧.୫୨ ଗତେ ୧୩ଶୀ । ଘାତ ଚନ୍ଦ୍ର - ନାସ୍ତି । ଘାତ ବାର- ମିଥୁନ । ପୁଷ୍କର ଦୋଷ- ୧ ପାଦ-ପଶୁ ସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୧୧.୫୨।

Leo

ସିଂହ

Monday 11 Sep 2023

ମଘା- ସ୍ୱାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । କର୍ମ କ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ । ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ । ବକେୟା ଅର୍ଥ ଆଦାୟ ହେବ ।

ପୂ- ଫାଲ୍‌ଗୁନୀ- ବନ୍ଧୁ ବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାର୍ଯ୍ୟ ସହେଯାଗ କରିବେ । ବ୍ୟବସାୟୀ ମାନେ କଠିନ ପରିଶ୍ରମ କରିବେ । ନୂଆ ଲକ୍ଷ ନିର୍ଦ୍ଧାରିତ କରି ତାହାର ସଫଳତା ପାଇଁ ପ୍ରଯତ୍ନଶୀଳ ରହିବେ ।

ଉ- ଫାଲ୍‌ଗୁନୀ- କୋର୍ଟ କଚେରୀ ଧନ୍ଦା ମଧ୍ୟରେ ଆଶ୍ୱସ୍ତି ବଢିବ । ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନାକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ । ଇଚ୍ଛା ନଥିଲେ ମଧ୍ୟ କେତେକ କର୍ମ କରିବାକୁ ବାଧ୍ୟ ହେବେ ।

ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :