• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11 September 2023: ଏହି ରାଶିର ବ୍ୟକ୍ତିଙ୍କ ଆର୍ଥିକ ସଙ୍କଟ ଦୂରେଇ ଯିବ

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ସୋମବାର । ଚନ୍ଦ୍ର- କର୍କଟ ଅହରାତ୍ର ।ତିଥି- ୧୨ଶୀ ରାତ୍ରି ୧୧.୫୨ ଗତେ ୧୩ଶୀ । ଘାତ ଚନ୍ଦ୍ର - ନାସ୍ତି । ଘାତ ବାର- ମିଥୁନ । ପୁଷ୍କର ଦୋଷ- ୧ ପାଦ-ପଶୁ ସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୧୧.୫୨।

Virgo

କନ୍ୟା

Monday 11 Sep 2023

ଉ- ଫାଲ୍‌ଗୁନୀ- ପାରିବାରିକ ସୁଖ ସମୃଦ୍ଧି ସାଙ୍ଗକୁ କର୍ମକ୍ଷେତ୍ରରେ ଆଶା ଅନୁଯାୟୀ ସୁଫଳ ପ୍ରଦାନ କରିବ । ସନ୍ତାନଙ୍କ ସ୍ବାସ୍ଥ୍ୟ ଓ ସ୍ବଭାବ ଯୋଗୁ ବିଚଳିତ ହୋଇପାରନ୍ତି। ସାମାଜିକ ତଥା ଆନୁଷ୍ଠାନିକ କ୍ଷେତ୍ରରେ ପଦମର‌୍ୟ୍ୟାଦା ବଢ଼ିବ।

ହସ୍ତା- ତରବରିଆ ପଦକ୍ଷେପ ନେଲେ ବେଶି ହଇରାଣ ହେବେ। ଅଫିସ୍ ସମସ୍ୟା ସମାଧାନର ରାସ୍ତା ବାହାର କରିବାରେ ସମର୍ଥ ହେବେ। ପଡ଼ୋଶୀ କେହି ପ୍ରତିବାଦର ସ୍ବର ଉଠାଇ ସମସ୍ୟା ସୃଷ୍ଟି କରିପାରନ୍ତି।

ଚିତ୍ରା- ଯାତ୍ରା ସମୟରେ ଅପରିଚିତଙ୍କ ସହ କଳହ ଲାଗିଯିବାର ସମ୍ଭାବନା ରହିଛି। ବାଣିଜ୍ୟ, ବ୍ୟବସାୟ, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ମାଲିମକଦ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।

ପ୍ରତିକାର - ତୁଳସୀ ଚଉରା ମୂଳେ ଜଳ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :