• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 11 September 2023: ଏହି ରାଶିର ବ୍ୟକ୍ତିଙ୍କ ଆର୍ଥିକ ସଙ୍କଟ ଦୂରେଇ ଯିବ

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୧୧ ତାରିଖ ସୋମବାର । ଚନ୍ଦ୍ର- କର୍କଟ ଅହରାତ୍ର ।ତିଥି- ୧୨ଶୀ ରାତ୍ରି ୧୧.୫୨ ଗତେ ୧୩ଶୀ । ଘାତ ଚନ୍ଦ୍ର - ନାସ୍ତି । ଘାତ ବାର- ମିଥୁନ । ପୁଷ୍କର ଦୋଷ- ୧ ପାଦ-ପଶୁ ସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୧୧.୫୨।

Capricorn

ମକର

Monday 11 Sep 2023

ଉ, ଷାଢା- ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ପାଇବ । ଦୂର ବନ୍ଧୁଙ୍କ ଠାରୁ ଶୁଭ ସମାଚାର ପାଇ ଖୁସି ହେବେ । ମାନସିକ ଦୁଶ୍ଚିନ୍ତା ଦୂରେଇ ଯିବ । ଅଟକିଥିବା କାର୍ଯ୍ୟ ପୂରଣ ହେବ ।

ଶ୍ରବଣା- କର୍ମକ୍ଷେତ୍ରରେ କେହି ଜଣେ ପ୍ରତିବାଦର ସ୍ୱର ଉଠାଇ ସମସ୍ୟା ସୃଷ୍ଟି କରିପାରନ୍ତି । ବିଦ୍ୟାର୍ଥୀ ମାନେ ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବା ଫଳରେ ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ ।

ଧନିଷ୍ଠା- କୋର୍ଟ କଚେରୀ ମାମଲା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ବରିଷ୍ଠ ବ୍ୟକ୍ତି ଓ ଗୁରୁଜନମନଙ୍କ ଠାରୁ ପ୍ରଶଂସା ପାଇବେ । ତୀର୍ଥସ୍ଥାନ ଯାତ୍ରା କରିବାକୁ ବାଧ୍ୟ ହେବେ ।

ପ୍ରତିକାର- ମା’ ଶାରଳାଙ୍କ ଆରଧନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :